ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବୋଲେରୋରୁ ୪ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ

ନବରଙ୍ଗପୁର : ଗଞ୍ଜେଇ ବେପାରୀମାନେ ଲକଡାଉନରେ ବହୁତ ସକ୍ରିୟ ହୋଇପଡିଥିବା ଜଣାପଡୁଛି । ଯେ କୌଣସି ଉପାୟରେ ଗଞ୍ଜେଇ ଚାଲାଣ କରିବା ପାଇଁ ପଛାଉନାହାନ୍ତି ବେପାରୀ । ପୋଲିସକୁ ଚକମା ଦେବା ପାଇଁ ବିଭିନ୍ନ ଉପାୟ ଆପଣାଉଛନ୍ତି । ଏକ ବୋଲେରୋରେ ମାଲକାନଗିରିରୁ ଝାଡଖଣ୍ଡକୁ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ପୋଲିସ ଚଢାଉ କରି ୬୪ କେଜି ଗଞ୍ଜେଇ ଜବତ କରିଛି । ଏଥିସହ ୨ ଜଣଙ୍କୁ ଗିରଫ କରିଛି ମଇଦଲପୁର ପୋଲିସ। ଜବତ ଗଞ୍ଜେଇର ଆନୁମାନକିକ ମୂଲ୍ୟ ପ୍ରାୟ ୪ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି ।

Leave A Reply

Your email address will not be published.