ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଭାପୁର ତହସିଲ କାର୍ଯ୍ୟାଳୟ ପରିସରରେ ଗ୍ୟାସ ସିଲିଣ୍ଡର ବିସ୍ଫୋରଣ : ଜଣେ ଗୁରୁତର, 3 ଜଣ ଆହତ

ନୟାଗଡ଼ :  ଭାପୁର ତହସିଲ କାର୍ଯ୍ୟାଳୟ ପରିସରରେ ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ହୋଇଛି।  ନିଆଁରେ ପୋଡ଼ି ହୋଇ ଗୋଟିଏ ପରିବାର ଜଣେ ଗୁରୁତର ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି।

ମିଳିଥିବା ସୂଚନା ଅନୁସାରେ ଭାପୁର ତହସିଲ କାର୍ଯ୍ୟାଳୟର କର୍ମଚାରୀ କୈଳାସ ଚନ୍ଦ୍ର ଦାସଙ୍କ ସରକାରୀ ଭବନରେ ବିଦ୍ୟୁତ୍ ସର୍ଟ ସର୍କିଟରୁ ଗ୍ୟାସ ସିଲିଣ୍ଡର ନିଆଁ ଲାଗି ବଡ ବିସ୍ଫୋରଣ ହୋଇଛି। ଏଥିରେ ଘର ଆଜବେଷ୍ଟ ଉଡ଼ି ଯାଇଛି। ନିଆଁ ଲାଗିବା ଖବର ପାଇ ଅଗ୍ନିଶମ ବିଭାଗ ସେଠାରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହ ଆହତମାନଙ୍କୁ ଭାପୁର ମେଡିକାଲରେ ଭର୍ତ୍ତି କରିଛି। ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.