ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଖାଉଟିଙ୍କୁ ଝଟକା: ପୁଣି ବଢିଲା ଘରୋଇ ଓ କମର୍ସିଆଲ ଗ୍ଯାସ ଦର

ନୂଆଦିଲ୍ଲୀ: ଗୁରୁବାକ ସକାଳୁ ସାଧାରଣ ଲୋକଙ୍କ ଉପରେ ବୋଝ ବଢିଯାଇଛି। ଦେଶରେ ପୁଣି ବଢିଛି ଗ୍ୟାସ ସିଲିଣ୍ଡର ଦାମ୍ । ଉଭୟ ଘରୋଇ ଓ କମର୍ସିଆଲ ବା ବାଣିଜ୍ୟିକ ଗ୍ୟାସ୍ ଦର ବୃଦ୍ଧି ପାଇଛି ।

ସୂଚନା ଅନୁଯାୟୀ, ଘରୋଇ ଗ୍ୟାସ ଦର ୩ ଟଙ୍କା ୫୦ ପଇସା ବୃଦ୍ଧି ପାଇଥିବା ବାଳେ ବାଣିଜ୍ୟିକ ଗ୍ୟାସ ସିଲିଣ୍ଡର ଦାମ ୮ ଟଙ୍କା ବଢିଛି ।

ଏହାପୂର୍ବରୁ, ମେ ୭ ତାରିଖରେ କମର୍ସିଆଲ ଏଲପିଜି ଦାମ୍ ୧୦ ଟଙ୍କା କମିଥିଲା । କିନ୍ତୁ ୮ ତାରିଖରେ ଘରୋଇ ଗ୍ୟାସ୍ ଦାମ୍ ୫୦ ଟଙ୍କା ବଢିଥିଲା । ସେହିପରି ମେ ୧ ତାରିଖରେ ମଧ୍ୟ ଏଲପିଜି ଦାମ୍ ୧୦୨ ଟଙ୍କା ବୃଦ୍ଧି କରାଯାଇଥିଲା । ୧୯ କେଜି ବିଶିଷ୍ଟ କମର୍ସିଆଲ ସିଲିଣ୍ଡର ଉପରେ ଏହି ଦାମ୍ ବୃଦ୍ଧି ହୋଇଥିଲା ।

Leave A Reply

Your email address will not be published.