ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଦୀର୍ଘ ୨ବର୍ଷ ପରେ ଉଡିବ ଆନ୍ତର୍ଜାତିକ ବିମାନ

ନୂଆଦିଲ୍ଲୀ: ମଙ୍ଗଳବାର କେନ୍ଦ୍ର ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ମାର୍ଚ୍ଚ ୨୭ ତାରିଖରୁ ଉଡ଼ାଣ ଭରିବ ଆନ୍ତର୍ଜାତିକ ବିମାନ । ଏନେଇ ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆନ୍ତର୍ଜାତୀୟ ଯାତ୍ରା ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ନିର୍ଦ୍ଦେଶାବଳୀକୁ କଡାକଡି ପାଳନ କରିବା ବାଧ୍ୟତାମୂଳକ ହେବ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। କୋରୋନା ପାଇଁ ପାଖାପାଖି ଦୁଇ ବର୍ଷ ଧରି ବନ୍ଦ ରହିଥିଲା ଆନ୍ତର୍ଜାତିକ ବିମାନ ସେବା ।

 

Leave A Reply

Your email address will not be published.