ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଜେଜେବାପାକୁ କାଠ ଫାଳିଆରେ ପିଟି ପିଟି ଅତି ନିର୍ମମ ଭାବେ ହତ୍ୟା କଲା ନାତି

ସୁନ୍ଦରଗଡ଼: ରକ୍ତ ସମ୍ପର୍କରେ ରକ୍ତର ଛିଟା । ପାରିବାରିକ କଳହରୁ ବିଭତ୍ସ ହତ୍ୟାକାଣ୍ଡ । ଜେଜେବାପାକୁ ହତ୍ୟା କଲା ନାତି । ନିଜ ଜେଜେବାପାକୁ କାଠ ଫାଳିଆରେ ପିଟି ପିଟି ଅତି ନିର୍ମମ ଭାବେ ହତ୍ୟା କଲା ନାତି । ଏପରି ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା କୋଇଡ଼ା ଥାନା ଅନ୍ତର୍ଗତ କେରକୋଟା ସାହିରେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ପାରିବାରିକ କଳହ କାରଣରୁ ହତ୍ୟାକାଣ୍ଡ ଘଟିଥିବା ପୋଲିସ ପକ୍ଷରୁ ପ୍ରାଥମିକ ସୂଚନା ମିଳିଛି।

Leave A Reply

Your email address will not be published.