ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବଲାଙ୍ଗିର ଜିଲା ଦେଢ଼ଲ ଜଙ୍ଗଲରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଲାଙ୍ଗିର: ଜଙ୍ଗଲରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର ହେଲା ମହିଳାଙ୍କ ମୃତଦେହ । ମୃତକ ମହିଳା ଜଣଙ୍କ ହେଲେ ରତିନି ରଣା । ବଲାଙ୍ଗୀର ଜିଲ୍ଲା ସଇଁତଳା ବ୍ଲକ ଘୁନସର ପଞ୍ଚାୟତ ଦେଢ଼ଲ ଜଙ୍ଗଲରୁ ଉଦ୍ଧାର ହୋଇଛି ମହିଳାଙ୍କ ମୃତଦେହ । ଘଟଣାସ୍ଥଳରେ ସଇଁତଲା ପୋଲିସ ସହ ଟିଟିଲାଗଡ଼ ଏସଡ଼ିପିଓ ଅଙ୍କିତା କୁମ୍ଭାରଙ୍କ ତଦନ୍ତ ଆରମ୍ଭ ।

ମହିଳାଙ୍କୁ ଜାଳି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ତେବେ ମହିଳାଙ୍କୁ କିଏ ଏବଂ କାହିଁକି ଜଙ୍ଗଲ ଭିତରେ ହତ୍ୟା କଲା ତାହାର କାରଣ ଅସ୍ପଷ୍ଟ ରହିଛି ।

Leave A Reply

Your email address will not be published.