ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ଭୁବନେଶ୍ବର: ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼। ନବ ଦାସଙ୍କ ଦେହରେ ବାଜିଛି ଗୁଳି।  ସାଧାରଣ ସଭାରେ ଯୋଗଦେବାକୁ ଯାଇଥିବା ବେଳେ ଗୁଳିମାଡ କରିଛନ୍ତି ଦୁର୍ବୃତ୍ତ । ବ୍ରଜରାଜନଗର ଗାନ୍ଧି ଛକରେ ଏହି ଗୁଳିମାଡ ହୋଇଥିବା ସୂଚନା । ୩ ଜଣ ଦୁର୍ବୃତ୍ତ ଅତର୍କିକ ଗୁଳିମାଡ କରିଥିଲେ। ତାଙ୍କ ଉପରକୁ ୫ ରାଉଣ୍ଡ ଗୁଳିମାଡ କରାଯାଇଥିବା ଜଣାପଡିଛି। ଗୁଳିମାଡ ପରେ ସେ ଅଚେତ ହୋଇପଡିଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ଅବସ୍ଥା ଗୁରୁତର ରହିଛି। କିଏ ଓ କାହିଁକି ଗୁଳିମାଡ କରିଛି ଏ ନେଇ ପୁଲିସ ତଦନ୍ତ ଆରମ୍ଭ କରିଦେଇଛି।

Leave A Reply

Your email address will not be published.