bitcoin
Bitcoin (BTC) 2,286,065.02 0.78%
ethereum
Ethereum (ETH) 142,274.88 6.62%
tether
Tether (USDT) 77.50 0.00%
usd-coin
USD Coin (USDC) 77.59 0.11%
bnb
BNB (BNB) 24,022.52 5.29%
xrp
XRP (XRP) 30.48 3.23%
binance-usd
Binance USD (BUSD) 77.66 0.21%
cardano
Cardano (ADA) 37.52 6.12%
solana
Solana (SOL) 3,425.14 9.29%
dogecoin
Dogecoin (DOGE) 6.10 5.85%

ବାତ୍ଯା ପ୍ରଭାବରେ ୪ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ବର: ବାତ୍ୟା ପ୍ରଭାବରେ ୧୦ରୁ ୪ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଗଞ୍ଜାମ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁରରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।  ଉପକୂଳ ଓଡ଼ିଶାରେ ଅନେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ୯ ତାରିଖରେ ପବନର ବେଗ ଘଣ୍ଟାପ୍ରତି ୬୫ରୁ ୭୫ କିମି ଓ ୧୦ତାରିଖରେ ୭୦ରୁ ୮୦ କିମି ବେଗରେ ପବନ ବୋହିବ।

୯ ତାରିଖରେ ସମୟେ ସମୟେ ପବନର ବେଗ ବଢ଼ି ଘଣ୍ଟାପ୍ରତି ୮୫ କିମି ଛୁଇଁବ । ୧୦ ତାରିଖରେ ସମୟେ ସମୟେ ପବନର ବେଗ ବଢି ୯୦କିମି ଛୁଇଁବ ବୋଲି ଆଶଙ୍କା କରାଯାଇଛି। ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବାକୁ  ପରାମର୍ଶ ଦିଆଯଇଛି।

Leave a comment