ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆସନ୍ତା ୨୪ ଘଣ୍ଟା ପାଇଁ ୧୦ ଜିଲ୍ଲାକୁ ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର : ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ୧୦ ଜିଲ୍ଲାକୁ ଘଡ଼ଘଡି ସହ ବର୍ଷା ସମ୍ଭାବନା ରହିଛି । ସେହି ୧୦ ଜିଲ୍ଲା ହେଉଛି କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି, ଗଂଜାମ, ପୁରୀ, ଖୋର୍ଦ୍ଧା, କେଉଁଝର, ମୟୂରଭଞ୍ଜ ଏବଂ ରାୟଗଡା ।ସେଥିପାଇଁ ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ସେହିପରି ପାଣିପାଗ ବିଭାଗର ସୂଚନା ଅନୁସାରେ ଆସନ୍ତା ୩୦ ତାରିଖରେ ଆଭ୍ୟନ୍ତରୀଣ ଜିଲ୍ଲାରେ ହାଲୁକା ମଧ୍ୟମ ଧରଣର ବର୍ଷା ହୋଇପାରେ । ରାଜ୍ୟରେ ମୌସୁମୀ ଦୁର୍ବଳ ଥିବା ବେଳେ ଏହାରି ପ୍ରଭାବରେ ଅନେକ ଜିଲ୍ଲାରେ ଘଡ଼ଘଡି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Leave A Reply

Your email address will not be published.