ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବସକୁ ଧକ୍କା ଦେଲା ହାଇୱା: ୩ ଶ୍ରମିକଙ୍କ ମୃତ୍ଯୁ, ୧୦ ଗୁରୁତର

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ସରବାହଲ ବଇପାସରେ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୩ ଜଣ ଶ୍ରମିକଙ୍କ ମୃତ୍ଯୁ ଘଟିଛି। ୧୦ରୁ ଅଧିକ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଭୂଷଣ କମ୍ପାନୀର ବସକୁ ହାଇୱା ଧକ୍କା ଦେଇଥିବା ଜଣାପଡ଼ିଛି। ଭୂଷଣ କମ୍ପାନୀର ଶ୍ରମିକଙ୍କୁ ନେଇ ଝାରସୁଗୁଡାରୁ ବସ ଫେରୁଥିଲା।

Leave A Reply

Your email address will not be published.