ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ହକି ବିଶ୍ବକପ୍‌ ୨୦୨୩: ଦକ୍ଷିଣ ଆଫ୍ରିକାକୁ ୯-୨ ଗୋଲରେ ହରାଇଲା ଅଷ୍ଟ୍ରେଲିଆ

ଭୁବନେଶ୍ବର: ବିର୍ସା ମୁଣ୍ଡା ଷ୍ଟାଡିୟମରେ ଖେଳାଯାଉଥିବା ପୁରୁଷ ହକି ବିଶ୍ୱକପର ଆଜିର ମ୍ୟାଚ ଦକ୍ଷିଣ ଆଫ୍ରିକା ଓ ଅଷ୍ଟ୍ରେଲିଆ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଅଷ୍ଟ୍ରେଲିଆ ବିର୍ସା ମୁଣ୍ଡା ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଗୋଲ ବର୍ଷା କରିଥିଲା। ଦକ୍ଷିଣ ଆଫ୍ରିକା ମାତ୍ର  ୨ଟିଗୋଲ ଦେବାକୁ ସକ୍ଷମ ହୋଇଥିବା ବେଳେ ଅଷ୍ଟ୍ରେଲିଆ ୯ଟି ଗୋଲ ଦେଇଥିଲା। ଫଳରେ ଷ୍ଟ୍ରେଲିଆ ୯ -୨ ରେ  ଦକ୍ଷିଣ ଆଫ୍ରିକା ଠାରୁ ଏହି ମ୍ୟାଚ ଜିତିନେଇଛି।

Leave A Reply

Your email address will not be published.