ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବୁଧବାର ରାଶିଫଳ (୧୭-୦୨-୨୦୨୧)

ମେଷ:ଅସ୍ଥିରତା ଭିତରେ ବି କାର୍ଯ୍ୟ ହାସଲ ହେବ। ସାଂସାରିକ ଚଳଚଞ୍ଚଳ ରହିବେ। ମହିଳାମାନେ ଗୃହସଜ୍ଜାରେ ବ୍ୟସ୍ତ ରହିବେ। ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ।
ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ବୃଷ: ଅବହେଳା ଭିତରେ କାର୍ଯ୍ୟ କରିବେ। ଚାକିରିରେ କାର୍ଯ୍ୟଭାର ରହିବ। ମହିଳାମାନେ କ୍ଳାନ୍ତ ରହିବେ। ଶିଳ୍ପ ଓ ବାଣିଜ୍ୟ ମାନ୍ଦା ରହିବ।
ଶୁଭ ଅଙ୍କ-୬,ଶୁଭ ରଙ୍ଗ-ଧଳା

ମିଥୁନ:ଏକାଦଶସ୍ଥ ଚନ୍ଦ୍ରଙ୍କ ହେତୁ ଉଚ୍ଚ ଆଶା ପୂରଣ ହେବ। ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ଚାକିରିରେ ଦାୟିତ୍ୱବୋଧ ରହିବ। ବାଣିଜ୍ୟରେ ଉନ୍ନତି ହେବ।
ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

କର୍କଟ:କର୍ମକ୍ଷେତ୍ରରେ କାର୍ଯ୍ୟସିଦ୍ଧି ସହ ମାନସମ୍ମାନ ପ୍ରାପ୍ତି ହେବ। ଚାକିରିରେ ପଦୋନ୍ନତି ହେବ। ବାଣିଜ୍ୟରେ ସମୃଦ୍ଧି ହେବ। ବିଦ୍ୟାର୍ଥୀ ସଫଳ ହେବେ।
ଶୁଭ ଅଙ୍କ-୧,ଶୁଭ ରଙ୍ଗ-ଗୋଲାପି

ଏଥିସହିତ ପଢ଼ନ୍ତୁ

ସିଂହ: ମହିଳାମାନେ ଧର୍ମପରାୟଣା ହେବେ। ଚାକିରିରେ ନିଷ୍ଠାପର ରହିବେ। ବାଣିଜ୍ୟରେ ଲାଭାନ୍ବିତ ହେବେ।
ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

କନ୍ୟା:ସମସ୍ୟା ଘେରରେ ରହିବେ। ରାଜନୀତିରେ ବିଷମ ପରିସ୍ଥିତି ରହିବ। ମହିଳାମାନେ ସ୍ବାସ୍ଥ୍ୟ ସମସ୍ୟାରେ ରହିପାରନ୍ତି। ବାଣିଜ୍ୟରେ କ୍ଷତି ହେବ।
ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

ତୁଳା:ଅଟକି ରହିଥିବା କାର୍ଯ୍ୟ ପୂର୍ଣ୍ଣ କରିବେ। ସାଂସାରିକ ସୁଖ ସମ୍ମାନ ପାଇବେ। ରାଜନୀତିରେ ନେତୃତ୍ବ ବୃଦ୍ଧି ହେବ। ବାଣିଜ୍ୟରେ ଶୁଭଫଳଦାୟକ ରହିବ।
ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ବିଛା:କର୍ମକ୍ଷେତ୍ରରେ ବ୍ୟସ୍ତତା ଭିତରେ କଟିବ। ଚାକିରିରେ ଦାୟିତ୍ୱ ତୁଲାଇ ଆଶ୍ବସ୍ତି ହେବେ। ପ୍ରଶାସନିକ ସମ୍ମାନ ପ୍ରାପ୍ତି ହେବ। ବାଣିଜ୍ୟରେ ସଞ୍ଚୟ ହେବ।
ଶୁଭ ଅଙ୍କ-୯,ଶୁଭ ରଙ୍ଗ-କମଳା

ଧନୁ: ଶୃଙ୍ଖଳିତ ଧାରାରେ କର୍ମ କରି ସଫଳ ହେବେ। ଉଭୟେ ପ୍ରେମ ଓ ଦାମ୍ପତ୍ୟ ସୁଖମୟ ହେବ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ। ବାଣିଜ୍ୟରେ ସଫଳ ହେବେ।
ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ମକର:କର୍ମକ୍ଷେତ୍ରରେ ଶତ୍ରୁତା ବୃଦ୍ଧି ହେବ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ଚାକିରିରେ ଅବହେଳା ରହିବ।
ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କୁମ୍ଭ:ଦିନଟି ସବୁରି କ୍ଷେତ୍ରରେ ସୁଫଳ ପାଇବେ। ରାଜନୀତିରେ ପ୍ରସିଦ୍ଧି ବଢିବ। ମହିଳାମାନେ ନୂତନ କର୍ମରେ ଯୋଗ ଦେଇପାରନ୍ତି। ବାଣିଜ୍ୟରେ ଶୁଭ ହେବ।
ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମୀନ:ଦିନଟି ଭଲରେ କଟିବ। ଅର୍ଥପ୍ରାପ୍ତି ହେବ। ଚାକିରିରେ ଚଳଚଞ୍ଚଳ ରହିବେ। ପରିବହନ ଓ ବାଣିଜ୍ୟରେ ଅଗ୍ରଗତି ହେବ। ବିଦ୍ୟାର୍ଥୀ ଉତ୍ସାହିତ ରହିବେ।
ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

Leave A Reply

Your email address will not be published.