ମନୋରଞ୍ଜନ
ରାଶିଫଳ
<% catList.forEach(function(cat){ %> <%= cat.label %> <% }); %>
<%- node_title %>
Published On
By <%= createdBy.user_fullname %>
<%- node_title %>
Published On
By <%= createdBy.user_fullname %>
<% if(node_description!==false) { %> <%= node_description %>
<% } %> <% catList.forEach(function(cat){ %> <%= cat.label %> <% }); %>
Thursday Horoscope: ଗୁରୁବାର ରାଶିଫଳ (୧୦-୦୯-୨୦୨୬)
Published On
By Madhusudan Das
ମେଷ: ଗୁରୁଜନଙ୍କ ଆଶୀର୍ବାଦ ନେଇ ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଧାର କରଜରୁ ଦୂରେଇ ରହିବେ। ପ୍ରେମୀଯୁଗଳଙ୍କ ପାଇଁ ଦିନଟି ଭଲ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ବୃଷ: ଅବିବାହିତଙ୍କ ବିବାହ ସ୍ଥିର ହେବ। ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ ହେବ। ମହିଳାମାନେ ଘରକାର୍ଯ୍ୟରେ ବ୍ୟସ୍ତ ରହିବେ। କୋର୍ଟ କଚେରୀ ମାମଲାର...
Wednesday Horoscope: ବୁଧବାର ରାଶିଫଳ (୦୯-୦୯-୨୦୨୬)
Published On
By Madhusudan Das
ମେଷ: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ଭାଳି ପାରନ୍ତି। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ଭଲ। ଆର୍ଥିକ ସମସ୍ୟା ଦେଖାଦେଇ ପାରେ। ବୈବାହିକ ଜୀବନ ସୁଖମୟ ହେବ। ବୃଷ: କୌଣସି ବି ପରିସ୍ଥିତିରେ ହାର୍ ମାନନ୍ତୁନି। କଠିନ ପରିଶ୍ରମ କରି ସଫଳ ହୋଇପାରନ୍ତି। ବିଦ୍ୟାର୍ଥୀମାନେ ଖେଳକୁଦରେ ସମୟ ବିତାଇବେ। କୋର୍ଟ କଚେରୀ ମାମଲାରୁ...
Tuesday Horoscope: ମଙ୍ଗଳବାର ରାଶିଫଳ (୦୮-୦୯-୨୦୨୬)
Published On
By Madhusudan Das
ମେଷ: ବ୍ୟବସାୟରୁ ସଫଳତା ମିଳିବ। ସନ୍ତାନଙ୍କ ପ୍ରଗତିରେ ଅଭିଭାବକ ଖୁସି ହେବେ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ପଡୋଶୀଙ୍କ ସହ ସୁସମ୍ପର୍କ ରହିବ। ବୃଷ: ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ବହୁତ ଭଲ। ବିଦ୍ୟାର୍ଥୀମାନେ କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ। ମହିଳାମାନେ ପୂଜାର୍ଚ୍ଚନା କରିବେ। ମିଥୁନ: କୌଣସି...
Monday Horoscope: ସୋମବାର ରାଶିଫଳ (୦୭-୦୯-୨୦୨୬)
Published On
By Madhusudan Das
ମେଷ: ମନୋରଞ୍ଜନରେ ସମୟ ଅତିବାହିତ ହେବ। ବ୍ୟବସାୟ ଆଗକୁ ବଢ଼ାଇବେ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଧନପ୍ରାପ୍ତି ଯୋଗ ଅଛି। ସାମାଜିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ବୃଷ: ପିଲାଙ୍କ ସହ ସମୟ ଅତିବାହିତ କରିବେ। ଅଟକି ଥିବା କାର୍ଯ୍ୟ ପୂରା ହୋଇପାରେ। କ୍ଷୁଦ୍ର ଉଦ୍ୟୋଗୀଙ୍କୁ ଲାଭ ମିଳିବ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ । ମିଥୁନ:...
କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...
Published On
By Madhusudan Das
ମେଷ: ରବି,ସୋମ,ମଙ୍ଗଳବାରରେ ଆର୍ଥିକ ସ୍ବଚ୍ଛଳତା ଦେଖାଦେବ। ମହିଳାମାନେ କର୍ମତତ୍ପର ରହିବେ। ବୁଧ,ଗୁରୁବାରରେ ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ଦିନଚର୍ଯ୍ୟା ବିଳାସମୟ ରହିବ। ଶୁକ୍ର,ଶନିବାରରେ ପରିବାରଠାରୁ ସହଯୋଗ ପାଇନପାରନ୍ତି। ବ୍ୟବସାୟରେ ଉନ୍ନତି ପାଇଁ ସାଙ୍ଗସାଥୀଙ୍କ ସହଯୋଗ ପାଇବେ। ବୃଷ: ରବି, ସୋମ, ମଙ୍ଗଳବାରରେ ଆଳସ୍ୟ ଯୋଗୁଁ କାର୍ଯ୍ୟରେ ବିଳମ୍ବ କରିପାରନ୍ତି। ନିଜ ବୁଦ୍ଧି ବଳରେ ପରିସ୍ଥିତିକୁ ସମ୍ଭାଳି...
Saturday Horoscope: ଶନିବାର ରାଶିଫଳ (୦୫-୦୯-୨୦୨୬)
Published On
By Madhusudan Das
ମେଷ: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଅଫିସ୍ କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଲୋକସମ୍ପର୍କ ବୃଦ୍ଧି ପାଇବ। ବୃଷ: ଦୀର୍ଘ ଦିନର ଆଶା ପୂରଣ ହେବ। ଧର୍ମକର୍ମ ପ୍ରତି ମନ ବଳିପାରେ। ଆୟ ଆଶାନୁରୂପ ହେବ। ପିଲାମାନଙ୍କ...
Friday Horoscope: ଶୁକ୍ରବାର ରାଶିଫଳ (୦୪-୦୯-୨୦୨୬)
Published On
By Madhusudan Das
ମେଷ: ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ଭାଳିପାରନ୍ତି। ଆର୍ଥିକ ସମସ୍ୟା ଦେଖାଦେଇ ପାରେ। ବୈବାହିକ ଜୀବନ ସୁଖମୟ ହେବ। ବୃଷ: ଯୋଜନା ମୁତାବକ କାମ କରିବେ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରି ସଫଳ ହୋଇପାରନ୍ତି। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ବହୁତ ଭଲ। କଳା...
Thursday Horoscope: ଗୁରୁବାର ରାଶିଫଳ (୦୩-୦୯-୨୦୨୬)
Published On
By Madhusudan Das
ମେଷ: ଗୁରୁଜନଙ୍କ ଆଶୀର୍ବାଦ ନେଇ ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଧାର କରଜରୁ ଦୂରେଇ ରହିବେ। ପ୍ରେମୀଯୁଗଳଙ୍କ ପାଇଁ ଦିନଟି ଭଲ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ବୃଷ: ଅବିବାହିତଙ୍କ ବିବାହ ସ୍ଥିର ହେବ। ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ ହେବ। ମହିଳାମାନେ ଘରକାର୍ଯ୍ୟରେ ବ୍ୟସ୍ତ ରହିବେ। କୋର୍ଟ କଚେରୀ ମାମଲାର...
Wednesday Horoscope: ବୁଧବାର ରାଶିଫଳ (୦୨-୦୯-୨୦୨୬)
Published On
By Madhusudan Das
ମେଷ: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ଭାଳି ପାରନ୍ତି। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ଭଲ। ଆର୍ଥିକ ସମସ୍ୟା ଦେଖାଦେଇ ପାରେ। ବୈବାହିକ ଜୀବନ ସୁଖମୟ ହେବ। ବୃଷ: କୌଣସି ବି ପରିସ୍ଥିତିରେ ହାର୍ ମାନନ୍ତୁନି। କଠିନ ପରିଶ୍ରମ କରି ସଫଳ ହୋଇପାରନ୍ତି। ବିଦ୍ୟାର୍ଥୀମାନେ ଖେଳକୁଦରେ ସମୟ ବିତାଇବେ। କୋର୍ଟ କଚେରୀ ମାମଲାରୁ...
Tuesday Horoscope: ମଙ୍ଗଳବାର ରାଶିଫଳ (୦୧-୦୯-୨୦୨୬)
Published On
By Madhusudan Das
ମେଷ: କର୍ମଚଞ୍ଚଳ ରହିବେ। ମଧୁର କଥା କହି ପରକୁ ଆପଣାର କରିବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଅଫିସ୍ କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବୃଷ: ଧର୍ମକର୍ମ ପ୍ରତି ମନ ବଳିପାରେ। ଆୟ ଆଶାନୁରୂପ ହେବ। ପିଲାମାନଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ପିତାମାତା ଚିନ୍ତିତ...
Monday Horoscope: ସୋମବାର ରାଶିଫଳ (୩୧-୦୮-୨୦୨୬)
Published On
By Madhusudan Das
ମେଷ: ଅଫିସ୍ରେ ସମସ୍ୟା ଦେଖା ଦେବ। ଗୁରୁଜନଙ୍କ ସହ ଉତ୍ତମ ବୁଝାମଣା ରହିବ। ଆର୍ଥିକ ଦୃଷ୍ଟିରୁ ଦିନଟି ଉତ୍ତମ। ରୋଜଗାର ବୃଦ୍ଧି ହେବ। ମନ ପ୍ରସନ୍ନ ରହିବ। ଜୀବନସାଥୀଙ୍କ ସହଯୋଗ ମିଳିବ। ବୃଷ: କୌଣସି କାର୍ଯ୍ୟ ବିଗିଡ଼ିଯାଇପାରେ। ଧାର୍ମିକ କାର୍ଯ୍ୟ ପ୍ରତି ଆଗ୍ରହ ବଢ଼ିବ। ଆଚରଣରେ ନିୟନ୍ତ୍ରଣ ରକ୍ଷା କରିବେ। ଆତ୍ମବିଶ୍ବାସର ସହ କାର୍ଯ୍ୟ କରିବେ।...
କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ...
Published On
By Madhusudan Das
ମେଷ: ରବି, ସୋମବାରରେ ବିଭିନ୍ନ କ୍ଷେତ୍ରରେ ସଫଳତା ପାଇବେ। ମଙ୍ଗଳ, ବୁଧବାରରେ ମହିଳାଙ୍କ ମନୋବଳ ଦୃଢ଼ ରହିବ। ଅଚିହ୍ନା ଲୋକଙ୍କ ଉପରେ ଭରସା କରନ୍ତୁ ନାହିଁ। ଗୁରୁ, ଶୁକ୍ରବାରରେ ନକାରାତ୍ମକ ଭାବାନାରୁ ଦୂରେଇ ରୁହନ୍ତୁ। ଶନିବାରରେ ଖାଦ୍ୟ ପାନୀୟରେ ଅଧିକ ଧ୍ୟାନ ରଖନ୍ତୁ। ପରିବାରବର୍ଗଙ୍କ ସହାୟତା ପାଇବେ। ବୃଷ: ରବି, ସୋମବାରରେ ଅସ୍ଥିରତା ବୃଦ୍ଧି ପାଇବ।...



