ଶୁକ୍ରବାର ରାଶିଫଳ ( ୧୪-୧୧-୨୦୨୫ )

Madhusudan Das Picture
Published On

ମେଷ: ଆଶା କରିଥିବା ଦିଗରୁ ଅର୍ଥ ମିଳିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆର୍ଥିକ ସ୍ଥିତି ଭଲ ରହିବ। ନୂତନ ଜମି କ୍ରୟ କରିପାରନ୍ତି। ବନ୍ଧୁଙ୍କ ସହାୟତା ମିଳିବ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ନକାରାତ୍ମକ ଚିନ୍ତା ଦୂର ହେବ। 

ଆହୁରି ପଢ଼ନ୍ତୁ: Tuesday Horoscope: ମଙ୍ଗଳବାର ରାଶିଫଳ ( ୩୧-୦୩-୨୦୨୬ )

ବୃଷ: ଯାତ୍ରା ଯୋଗ ଅଛି। ମହିଳାମାନେ ଘର କାର୍ଯ୍ୟରେ ବ୍ୟସ୍ତ ରହିବେ।  ନିବେଶରୁ ଦୂରେଇ ରୁହନ୍ତୁ। କୌଣସି ଶୁଭ ଖବର ମିଳିପାରେ। ବନ୍ଧୁଙ୍କ ସହ ମନୋମାଳିନ୍ୟ  ହୋଇପାରେ। ଆୟ ଓ ବ୍ୟୟ ସମାନ ରହିବ। ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଯାଇପାରେ। 

ଆହୁରି ପଢ଼ନ୍ତୁ: ଏପ୍ରିଲ୍ ୨୦୨୬ ମାସିକ ରାଶିଫଳ: ଜାଣନ୍ତୁ ମେଷରୁ ମୀନ ପର୍ଯ୍ୟନ୍ତ ସମସ୍ତ ୧୨ଟି ରାଶିର ଭାଗ୍ୟଫଳ

ମିଥୁନ: ରାଜନେତାଙ୍କ ପାଇଁ ଦିନଟି ଭଲ। ଧାର୍ମିକ ପୁସ୍ତକ ପ୍ରତି ଆଗ୍ରହ ବଢ଼ିବ। ମନ ପ୍ରସନ୍ନ ରହିବ। ପରୋପକାର କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ଦାନ ଧର୍ମ କରିବେ।  

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୨୮-୦୩-୨୦୨୬)

କର୍କଟ: ଅଫିସରେ କାର୍ଯ୍ୟଭାର ବଢ଼ିବ। କୌଣସି କାର୍ଯ୍ୟରେ ସମସ୍ୟା ଦେଖା ଦେବ। ଅଯଥା ଖର୍ଚ୍ଚ ବୃଦ୍ଧି ପାଇବ। ବିବାହରେ ସମସ୍ୟା  ଦେଖାଦେଇପାରେ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ। 

ସିଂହ: ଚାକିରିରେ ସଫଳତା ମିଳିବ। କଠିନ ପରିଶ୍ରମ କରିବେ। ବାପାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଅଫିସ୍ କାମ ପାଇଁ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।  ଖର୍ଚ୍ଚାନ୍ତ ହୋଇପାରନ୍ତି। ହାତେ ପାମି ଚାଖଣ୍ଡେ ଚାଲିବା ଭଲ। 

କନ୍ୟା: ଚାକିରିକୁ ନେଇ କୌଣସି ସମସ୍ୟା ଦେଖା ଦେବ। ପାରିବାରିକ ଜୀବନ ସୁଖମୟ ହେବ। ଘରେ ପୂଜାପାଠ ଆୟୋଜନ କରିବେ। ଅଟକିଥିବା କାର୍ଯ୍ୟ ପୂରା ହେବ। ଆୟର ନୂଆ ଅବସର ପ୍ରାପ୍ତ ହେବ। ଚକ୍ଷୁ ସମସ୍ୟା ଭୋଗିପାରନ୍ତି। 

ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ବିବାହ ପ୍ରସ୍ତାବ ଆସିପାରେ। ରାଜନୀତିରେ ସଫଳତା ମିଳିବ। ଛାତ୍ରଛାତ୍ରୀ କ୍ୟାରିୟର ପାଇଁ ନୂଆ ଯୋଜନା କରିବେ। କଣ୍ଠଶିଳ୍ପୀଙ୍କ ପାଇଁ ଦିନଟି ବହୁତ ଭଲ। ପିଲାମାନେ ଖେଳକୁଦରେ ସମୟ ବିତାଇବେ। 

ବିଛା: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଫିସ୍ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ସୁଖଶାନ୍ତିରେ କଟିବ। ବିଦ୍ୟାର୍ଥୀ ପଢ଼ାରେ ମନୋନିବେଶ କରିବେ। କୋର୍ଟକଚେରୀ ମାମଲାରୁ ଶୁଣାଣି ହେବ। 

ଧନୁ: ପରିବାର ଲୋକଙ୍କ ସହଯୋଗ ମିଳିବ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। 
କଥାରେ ମଧୁରତା ରକ୍ଷା କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।  ପିତାମାତ ସନ୍ତାନଙ୍କ ଭିବଷ୍ୟତକୁ ନେଇ ଚିନ୍ତା କରିବେ। 

ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ବ୍ୟବସାୟରେ ଲାଭ ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ପୈତୃକ ସମ୍ପତ୍ତିକୁ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ସୁଖମୟ ହେବ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।  ଲୋକସମ୍ପର୍କ ବୃଦ୍ଧି ହେବ। 

କୁମ୍ଭ: ବ୍ୟବସାୟକୁ ନେଇ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ନିବେଶରୁ ଦୂରେଇ ରୁହନ୍ତୁ। ଘରେ ପୂଜାପାଠ ଆୟୋଜନ ହେବ। ବିବାହ ସମସ୍ୟା ସମାଧାନ ହେବ। ଯାନବାହନ କ୍ରୟର ଯୋଗ ଅଛି।  ଅଚାନକ ଘରକୁ କୁଣିଆ ଆସିପାରନ୍ତି। ଦେଖିଚାହିଁ ଖର୍ଚ୍ଚ କରିବା ଭଲ। 

ମୀନ: ଚାକିରିରେ ବନ୍ଧୁଙ୍କ ସହାୟତା ମିଳିବ। ଭାବିଚିନ୍ତି ନିବେଶ କରନ୍ତୁ। ଅଫିସ୍ରେ ସହକର୍ମୀଙ୍କ ସହ ମତାନ୍ତର ଦେଖା ଦେବ।  ନୂଆ କାର୍ଯ୍ୟ ଆରମ୍ଭ କରିବାର ଉତ୍ତମ ସମୟ। ସ୍ବାମୀ-ସ୍ତ୍ରୀ ମଧ୍ୟରେ ଉତ୍ତମ ବୁଝମଣା ରହିବ। ସାମାଜିକ କାର୍ଯ୍ୟରେ ସାମିଲ ରହିବେ।  

14 Nov 2025 By Madhusudan Das

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp