Friday Horoscope: ଶୁକ୍ରବାର ରାଶିଫଳ ( ୨୦-୦୨-୨୦୨୬ )

Madhusudan Das Picture
Published On

ମେଷ: ଦିନଟି ଭଲରେ କଟିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହାୟତା ମିଳିବ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ନକାରାତ୍ମକ ଚିନ୍ତା ଦୂର ହେବ। 

ଆହୁରି ପଢ଼ନ୍ତୁ: Saturday Horoscope: ଶନିବାର ରାଶିଫଳ (୨୮-୦୩-୨୦୨୬)

ବୃଷ: ଯାତ୍ରା ଯୋଗ ଅଛି। ଜୀବନସାଥୀଙ୍କ ସହ ସୁଖମୟ ସମୟ ଅତିବାହିତ କରିବେ। ନିବେଶରୁ ଦୂରେଇ ରୁହନ୍ତୁ। କୌଣସି ଶୁଭ ଖବର ମିଳିବ। ଛାତ୍ରଛାତ୍ରୀ ମନପସନ୍ଦ କାର୍ଯ୍ୟରେ ସମୟ ଅତିବାହିତ କରିବେ। 

ଆହୁରି ପଢ଼ନ୍ତୁ: Thursday Horoscope: ଗୁରୁବାର ରାଶିଫଳ ( ୦୨-୦୪-୨୦୨୬ )

ମିଥୁନ: ଯାନବାହନ କିଣିବେ। ଧାର୍ମିକ ପୁସ୍ତକ ପ୍ରତି ଆଗ୍ରହ ବଢ଼ିବ। ମନ ପ୍ରସନ୍ନ ରହିବ। ପରୋପକାର କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ। 

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ ( ୩୦-୦୩-୨୦୨୬ )

କର୍କଟ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। କୌଣସି କାର୍ଯ୍ୟରେ ସମସ୍ୟା ଦେଖା ଦେବ। ଅଯଥା ଖର୍ଚ୍ଚ ବୃଦ୍ଧି ପାଇବ। ବିବାହରେ ସମସ୍ୟା ଆସିବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।

ସିଂହ: ବ୍ୟବସାୟରେ ଆଶାଜନକ ପରିଣାମ ମିଳିବ ନାହିଁ। ଜୀବନସାଥୀଙ୍କ ସହଯୋଗ ମିଳିବ। ବାପାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। 

କନ୍ୟା: ଚାକିରିକୁ ନେଇ କୌଣସି ସମସ୍ୟା ଦେଖା ଦେବ। ପାରିବାରିକ ଜୀବନ ସୁଖମୟ ହେବ। ଘରେ ପୂଜାପାଠ ଆୟୋଜନ କରିବେ। ଅଟକିଥିବା କାର୍ଯ୍ୟ ପୂରା ହେବ। ଆୟର ନୂଆ ଅବସର ପ୍ରାପ୍ତ ହେବ।

ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ବିବାହ ପ୍ରସ୍ତାବ ଆସିବ। ରାଜନୀତିରେ ସଫଳତା ମିଳିବ। ଛାତ୍ରଛାତ୍ରୀ କ୍ୟାରିୟର ପାଇଁ ନୂଆ ଯୋଜନା କରିବେ। 

ବିଛା: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ସୁଖଶାନ୍ତିରେ କଟିବ। ବିଦ୍ୟାର୍ଥୀ ପଢ଼ାରେ ମନୋନିବେଶ କରିବେ। 

ଧନୁ: ପରିବାର ଲୋକଙ୍କ ସହଯୋଗ ମିଳିବ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କଥାରେ ମଧୁରତା ରକ୍ଷା କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। 

ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ବ୍ୟବସାୟରେ ଲାଭ ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ପୈତୃକ ସମ୍ପତ୍ତିକୁ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ସୁଖମୟ ହେବ।

କୁମ୍ଭ: ବ୍ୟବସାୟକୁ ନେଇ ଦୂରସ୍ଥାନକୁ ଯାତ୍ରା କରିବେ। ନିବେଶରୁ ଦୂରେଇ ରୁହନ୍ତୁ। ଘରେ ପୂଜାପାଠ ଆୟୋଜନ ହେବ। ବିବାହ ସମସ୍ୟା ସମାଧାନ ହେବ। ଯାନବାହନ କ୍ରୟର ଯୋଗ ଅଛି। 

ମୀନ: ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ପଢ଼ା ପାଇଁ ଅର୍ଥ ନିବେଶ କରିବେ। ଦୂରସ୍ଥାନକୁ ବୁଯାତ୍ରା କରିବେ। ଧାର କରଜରୁ ନିବୃତ୍ତ ରହିବେ। ପୈତୃକ ସମ୍ପତ୍ତିରୁ ଲାଭ ମିଳିବ। 

20 Feb 2026 By Madhusudan Das

Friday Horoscope: ଶୁକ୍ରବାର ରାଶିଫଳ ( ୨୦-୦୨-୨୦୨୬ )

ମେଷ: ଦିନଟି ଭଲରେ କଟିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହାୟତା ମିଳିବ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ନକାରାତ୍ମକ ଚିନ୍ତା ଦୂର ହେବ। 

ବୃଷ: ଯାତ୍ରା ଯୋଗ ଅଛି। ଜୀବନସାଥୀଙ୍କ ସହ ସୁଖମୟ ସମୟ ଅତିବାହିତ କରିବେ। ନିବେଶରୁ ଦୂରେଇ ରୁହନ୍ତୁ। କୌଣସି ଶୁଭ ଖବର ମିଳିବ। ଛାତ୍ରଛାତ୍ରୀ ମନପସନ୍ଦ କାର୍ଯ୍ୟରେ ସମୟ ଅତିବାହିତ କରିବେ। 

ମିଥୁନ: ଯାନବାହନ କିଣିବେ। ଧାର୍ମିକ ପୁସ୍ତକ ପ୍ରତି ଆଗ୍ରହ ବଢ଼ିବ। ମନ ପ୍ରସନ୍ନ ରହିବ। ପରୋପକାର କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ। 

କର୍କଟ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। କୌଣସି କାର୍ଯ୍ୟରେ ସମସ୍ୟା ଦେଖା ଦେବ। ଅଯଥା ଖର୍ଚ୍ଚ ବୃଦ୍ଧି ପାଇବ। ବିବାହରେ ସମସ୍ୟା ଆସିବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।

ସିଂହ: ବ୍ୟବସାୟରେ ଆଶାଜନକ ପରିଣାମ ମିଳିବ ନାହିଁ। ଜୀବନସାଥୀଙ୍କ ସହଯୋଗ ମିଳିବ। ବାପାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। 

କନ୍ୟା: ଚାକିରିକୁ ନେଇ କୌଣସି ସମସ୍ୟା ଦେଖା ଦେବ। ପାରିବାରିକ ଜୀବନ ସୁଖମୟ ହେବ। ଘରେ ପୂଜାପାଠ ଆୟୋଜନ କରିବେ। ଅଟକିଥିବା କାର୍ଯ୍ୟ ପୂରା ହେବ। ଆୟର ନୂଆ ଅବସର ପ୍ରାପ୍ତ ହେବ।

ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ବିବାହ ପ୍ରସ୍ତାବ ଆସିବ। ରାଜନୀତିରେ ସଫଳତା ମିଳିବ। ଛାତ୍ରଛାତ୍ରୀ କ୍ୟାରିୟର ପାଇଁ ନୂଆ ଯୋଜନା କରିବେ। 

ବିଛା: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ସୁଖଶାନ୍ତିରେ କଟିବ। ବିଦ୍ୟାର୍ଥୀ ପଢ଼ାରେ ମନୋନିବେଶ କରିବେ। 

ଧନୁ: ପରିବାର ଲୋକଙ୍କ ସହଯୋଗ ମିଳିବ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କଥାରେ ମଧୁରତା ରକ୍ଷା କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। 

ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ବ୍ୟବସାୟରେ ଲାଭ ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ପୈତୃକ ସମ୍ପତ୍ତିକୁ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ସୁଖମୟ ହେବ।

କୁମ୍ଭ: ବ୍ୟବସାୟକୁ ନେଇ ଦୂରସ୍ଥାନକୁ ଯାତ୍ରା କରିବେ। ନିବେଶରୁ ଦୂରେଇ ରୁହନ୍ତୁ। ଘରେ ପୂଜାପାଠ ଆୟୋଜନ ହେବ। ବିବାହ ସମସ୍ୟା ସମାଧାନ ହେବ। ଯାନବାହନ କ୍ରୟର ଯୋଗ ଅଛି। 

ମୀନ: ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ପଢ଼ା ପାଇଁ ଅର୍ଥ ନିବେଶ କରିବେ। ଦୂରସ୍ଥାନକୁ ବୁଯାତ୍ରା କରିବେ। ଧାର କରଜରୁ ନିବୃତ୍ତ ରହିବେ। ପୈତୃକ ସମ୍ପତ୍ତିରୁ ଲାଭ ମିଳିବ। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp