ସୋମବାର ରାଶିଫଳ ( ୧୭-୧୧-୨୦୨୫ )

Madhusudan Das Picture
Published On

ମେଷ: ଆର୍ଥିକ ସମସ୍ୟା ଦେଖା ଦେବ। ଚିନ୍ତାରେ ରହିବେ ଏବଂ ପେଟ ଜନିତ ସମସ୍ୟା ଦେଖା ଦେବ। ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ ବୁଝାମଣା ଦେଖାଦେବ। 

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ ( ୩୦-୦୩-୨୦୨୬ )

ବୃଷ: ପାରିବାରିକ ଜୀବନ ସୁଖମୟ ହେବ। ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବ୍ୟବସାୟକୁ ନେଇ ଦୂର ସ୍ଥାନକୁ ଯାତ୍ରା କରିବେ। ନିବେଶ କରିବା ପାଇଁ ଉପଯୁକ୍ତ ସମୟ। 

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୨୫-୦୩-୨୦୨୬)

ମିଥୁନ: କ୍ୟାରିୟର୍‌କୁ ନେଇ ଚିନ୍ତାରେ ରହିବେ। ପରିବାର ପାଇଁ ସମୟ ବାହାର କରିବେ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତଭେଦ ସୃଷ୍ଟି ହେବ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। 

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୨୭-୦୩-୨୦୨୬ )

କର୍କଟ: ଧାର୍ମିକ ସ୍ଥାନକୁ ଯାତ୍ରା ଯୋଗ ଅଛି। ମାନସିକ ଚିନ୍ତା ଦୂର ହେବ। ନୂଆ କାମ ଆରମ୍ଭ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ। 

ସିଂହ: ବ୍ୟବସାୟ ପାଇଁ ଚିନ୍ତାରେ ରହିବେ। ଅର୍ଥ ନିବେଶରୁ ଦୂରେଇ ରହିବେ। ନୂଆ କାମ ପାଇଁ ଉପଯୁକ୍ତ ସମୟ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ସ୍ୱାସ୍ଥ୍ୟ ସମସ୍ୟା ଦେଖା ଦେବ। 

କନ୍ୟା: ଦୀର୍ଘଦିନରୁ ଚାଲିଥିବା ପାରିବାରିକ ମତଭେଦ ଦୂର ହେବ। କର୍ମ ଚଞ୍ଚଳ ରହିବେ। ବିଦ୍ୟାର୍ଥୀ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଜୀବନସାଥୀଙ୍କଠାରୁ ଉପହାର ପାଇବେ। 

ତୁଳା: ଦିନଟି ଶୁଭଫଳ ପ୍ରଦାନ କରିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ମନରୁ ନକାରାତ୍ମକ ଚିନ୍ତାଧାର ଦୂର ହେବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। ଚକ୍ଷୁ ସମସ୍ୟା ଦେଖା ଦେବ। 

ବିଛା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଜମିବାଡ଼ିକୁ ନେଇ ବିବାଦ ଦେଖା ଦେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ଦାମ୍ପତ୍ୟ ଜୀବନ ସୁଖମୟ ହେବ। 

ଧନୁ: ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ। 

ମକର: ବିବାଦୀୟ କାର୍ଯ୍ୟରୁ ଦୂରେଇ ରହିବେ। ନୂଆ ଗାଡ଼ି କିଣିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପରିବାର ସଦସ୍ୟଙ୍କ ସହ ହସ ଖୁସିରେ ସମୟ ଅତିବାହିତ କରିବେ। 

କୁମ୍ଭ: ନୂଆ କାର୍ଯ୍ୟ ଆରମ୍ଭରୁ ଦୂରେଇ ରହିବେ। ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। 

ମୀନ: ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ। ଗୀତ, ନାଚରେ ସମୟ ଅତିବାହିତ କରିବେ। ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ। ଘରେ ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସମସ୍ତ ଇଚ୍ଛା ପୂରଣ ହେବ। 

17 Nov 2025 By Madhusudan Das

ସୋମବାର ରାଶିଫଳ ( ୧୭-୧୧-୨୦୨୫ )

ମେଷ: ଆର୍ଥିକ ସମସ୍ୟା ଦେଖା ଦେବ। ଚିନ୍ତାରେ ରହିବେ ଏବଂ ପେଟ ଜନିତ ସମସ୍ୟା ଦେଖା ଦେବ। ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ ବୁଝାମଣା ଦେଖାଦେବ। 

ବୃଷ: ପାରିବାରିକ ଜୀବନ ସୁଖମୟ ହେବ। ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବ୍ୟବସାୟକୁ ନେଇ ଦୂର ସ୍ଥାନକୁ ଯାତ୍ରା କରିବେ। ନିବେଶ କରିବା ପାଇଁ ଉପଯୁକ୍ତ ସମୟ। 

ମିଥୁନ: କ୍ୟାରିୟର୍‌କୁ ନେଇ ଚିନ୍ତାରେ ରହିବେ। ପରିବାର ପାଇଁ ସମୟ ବାହାର କରିବେ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତଭେଦ ସୃଷ୍ଟି ହେବ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। 

କର୍କଟ: ଧାର୍ମିକ ସ୍ଥାନକୁ ଯାତ୍ରା ଯୋଗ ଅଛି। ମାନସିକ ଚିନ୍ତା ଦୂର ହେବ। ନୂଆ କାମ ଆରମ୍ଭ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ। 

ସିଂହ: ବ୍ୟବସାୟ ପାଇଁ ଚିନ୍ତାରେ ରହିବେ। ଅର୍ଥ ନିବେଶରୁ ଦୂରେଇ ରହିବେ। ନୂଆ କାମ ପାଇଁ ଉପଯୁକ୍ତ ସମୟ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ସ୍ୱାସ୍ଥ୍ୟ ସମସ୍ୟା ଦେଖା ଦେବ। 

କନ୍ୟା: ଦୀର୍ଘଦିନରୁ ଚାଲିଥିବା ପାରିବାରିକ ମତଭେଦ ଦୂର ହେବ। କର୍ମ ଚଞ୍ଚଳ ରହିବେ। ବିଦ୍ୟାର୍ଥୀ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଜୀବନସାଥୀଙ୍କଠାରୁ ଉପହାର ପାଇବେ। 

ତୁଳା: ଦିନଟି ଶୁଭଫଳ ପ୍ରଦାନ କରିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ମନରୁ ନକାରାତ୍ମକ ଚିନ୍ତାଧାର ଦୂର ହେବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। ଚକ୍ଷୁ ସମସ୍ୟା ଦେଖା ଦେବ। 

ବିଛା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଜମିବାଡ଼ିକୁ ନେଇ ବିବାଦ ଦେଖା ଦେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ଦାମ୍ପତ୍ୟ ଜୀବନ ସୁଖମୟ ହେବ। 

ଧନୁ: ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ। 

ମକର: ବିବାଦୀୟ କାର୍ଯ୍ୟରୁ ଦୂରେଇ ରହିବେ। ନୂଆ ଗାଡ଼ି କିଣିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପରିବାର ସଦସ୍ୟଙ୍କ ସହ ହସ ଖୁସିରେ ସମୟ ଅତିବାହିତ କରିବେ। 

କୁମ୍ଭ: ନୂଆ କାର୍ଯ୍ୟ ଆରମ୍ଭରୁ ଦୂରେଇ ରହିବେ। ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। 

ମୀନ: ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ। ଗୀତ, ନାଚରେ ସମୟ ଅତିବାହିତ କରିବେ। ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ। ଘରେ ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସମସ୍ତ ଇଚ୍ଛା ପୂରଣ ହେବ। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp