ଶନିବାର ରାଶିଫଳ ( ୧-୧୧- ୨୦୨୫ )

Deviprasad Mohanty Picture
Published On

ମେଷ: ଆର୍ଥିକ ସମସ୍ୟା ଦେଖା ଦେବ। ଚିନ୍ତାରେ ରହିବେ । ପେଟ ଜନିତ ସମସ୍ୟା ଦେଖା ଦେଇପାରେ। ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ ବୁଝାମଣା ଦେଖାଦେବ। 

ଆହୁରି ପଢ଼ନ୍ତୁ: Wednesday Horoscope: ବୁଧବାର ରାଶିଫଳ ( ୦୧-୦୪-୨୦୨୬)

ବୃଷ: ପାରିବାରିକ ଜୀବନ ସୁଖମୟ ହେବ। ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବ୍ୟବସାୟକୁ ନେଇ ଦୂର ସ୍ଥାନକୁ ଯାତ୍ରା କରିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହ ବୁଲିବାକୁ ଯିବେ। ନିବେଶ କରିବା ପାଇଁ ଉପଯୁକ୍ତ ସମୟ। 

ଆହୁରି ପଢ଼ନ୍ତୁ: ମଙ୍ଗଳ ଗୋଚର ୨୦୨୬: ହନୁମାନ ଜୟନ୍ତୀରେ ସୃଷ୍ଟି ହେବ ମଙ୍ଗଳଙ୍କ ବିରଳ ସଂଯୋଗ, ଚମକିବ ଏହି ୪ଟି ରାଶିର ଭାଗ୍ୟ!

ମିଥୁନ: କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ। ପରିବାର ପାଇଁ ସମୟ ବାହାର କରିବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ମହିଳାମାନେ ଘର କାମରେ ବ୍ୟସ୍ତ ରହିବେ।  

ଆହୁରି ପଢ଼ନ୍ତୁ: Friday Horoscope: ଶୁକ୍ରବାର ରାଶିଫଳ ( ୨୭-୦୩-୨୦୨୬ )

କର୍କଟ: ଧାର୍ମିକ ସ୍ଥାନକୁ ଯାତ୍ରା ଯୋଗ ଅଛି। ମନ ପ୍ରସନ୍ନ ରହିବ। ମାନସିକ ଚିନ୍ତା ଦୂର ହେବ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ।

ସିଂହ: ବ୍ୟବସାୟ ପାଇଁ ଚିନ୍ତାରେ ରହିବେ। ଅର୍ଥ ନିବେଶରୁ ଦୂରେଇ ରହିବେ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ଚକ୍ଷୁ ସମସ୍ୟା ଭୋଗିପାରନ୍ତି। 

କନ୍ୟା: ଦୀର୍ଘଦିନରୁ ଚାଲିଥିବା ପାରିବାରିକ ମତଭେଦ ଦୂର ହେବ। କର୍ମ ଚଞ୍ଚଳ ରହିବେ। ବିଦ୍ୟାର୍ଥୀ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଜୀବନସାଥୀଙ୍କଠାରୁ ଉପହାର ପାଇବେ। 

ତୁଳା: ଦିନଟି ଶୁଭଫଳ ପ୍ରଦାନ କରିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ମନରୁ ନକାରାତ୍ମକ ଚିନ୍ତାଧାର ଦୂର ହେବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।  

ବିଛା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଜମିବାଡ଼ିକୁ ନେଇ ବିବାଦ ଦେଖା ଦେଇପାରେ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ଦାମ୍ପତ୍ୟ ଜୀବନ ସୁଖମୟ ହେବ। 

ଧନୁ: ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ।  

ମକର: ବିବାଦୀୟ କାର୍ଯ୍ୟରୁ ଦୂରେଇ ରୁହନ୍ତୁ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଭଗବାନ ଶିବଙ୍କୁ ପୂଜା କରିବେ। ଆୟ ଓ ବ୍ୟୟ ସମାନ ରହିବ। ପୂଜାର୍ଚ୍ଚନାରେ ସମୟ ବିତାଇବେ।  

କୁମ୍ଭ: ନୂଆ କାର୍ଯ୍ୟ ଆରମ୍ଭରୁ ଦୂରେଇ ରହିବେ। ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। 

ମୀନ: ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ। ଗୀତ, ନାଚରେ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ଘରେ ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସମସ୍ତ ଇଚ୍ଛା ପୂରଣ ହେବ।

01 Nov 2025 By Deviprasad Mohanty

ଶନିବାର ରାଶିଫଳ ( ୧-୧୧- ୨୦୨୫ )

ମେଷ: ଆର୍ଥିକ ସମସ୍ୟା ଦେଖା ଦେବ। ଚିନ୍ତାରେ ରହିବେ । ପେଟ ଜନିତ ସମସ୍ୟା ଦେଖା ଦେଇପାରେ। ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ ବୁଝାମଣା ଦେଖାଦେବ। 

ବୃଷ: ପାରିବାରିକ ଜୀବନ ସୁଖମୟ ହେବ। ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବ୍ୟବସାୟକୁ ନେଇ ଦୂର ସ୍ଥାନକୁ ଯାତ୍ରା କରିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହ ବୁଲିବାକୁ ଯିବେ। ନିବେଶ କରିବା ପାଇଁ ଉପଯୁକ୍ତ ସମୟ। 

ମିଥୁନ: କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ। ପରିବାର ପାଇଁ ସମୟ ବାହାର କରିବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ମହିଳାମାନେ ଘର କାମରେ ବ୍ୟସ୍ତ ରହିବେ।  

କର୍କଟ: ଧାର୍ମିକ ସ୍ଥାନକୁ ଯାତ୍ରା ଯୋଗ ଅଛି। ମନ ପ୍ରସନ୍ନ ରହିବ। ମାନସିକ ଚିନ୍ତା ଦୂର ହେବ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ।

ସିଂହ: ବ୍ୟବସାୟ ପାଇଁ ଚିନ୍ତାରେ ରହିବେ। ଅର୍ଥ ନିବେଶରୁ ଦୂରେଇ ରହିବେ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ଚକ୍ଷୁ ସମସ୍ୟା ଭୋଗିପାରନ୍ତି। 

କନ୍ୟା: ଦୀର୍ଘଦିନରୁ ଚାଲିଥିବା ପାରିବାରିକ ମତଭେଦ ଦୂର ହେବ। କର୍ମ ଚଞ୍ଚଳ ରହିବେ। ବିଦ୍ୟାର୍ଥୀ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଜୀବନସାଥୀଙ୍କଠାରୁ ଉପହାର ପାଇବେ। 

ତୁଳା: ଦିନଟି ଶୁଭଫଳ ପ୍ରଦାନ କରିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ମନରୁ ନକାରାତ୍ମକ ଚିନ୍ତାଧାର ଦୂର ହେବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।  

ବିଛା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଜମିବାଡ଼ିକୁ ନେଇ ବିବାଦ ଦେଖା ଦେଇପାରେ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ଦାମ୍ପତ୍ୟ ଜୀବନ ସୁଖମୟ ହେବ। 

ଧନୁ: ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ।  

ମକର: ବିବାଦୀୟ କାର୍ଯ୍ୟରୁ ଦୂରେଇ ରୁହନ୍ତୁ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଭଗବାନ ଶିବଙ୍କୁ ପୂଜା କରିବେ। ଆୟ ଓ ବ୍ୟୟ ସମାନ ରହିବ। ପୂଜାର୍ଚ୍ଚନାରେ ସମୟ ବିତାଇବେ।  

କୁମ୍ଭ: ନୂଆ କାର୍ଯ୍ୟ ଆରମ୍ଭରୁ ଦୂରେଇ ରହିବେ। ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। 

ମୀନ: ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ। ଗୀତ, ନାଚରେ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ଘରେ ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସମସ୍ତ ଇଚ୍ଛା ପୂରଣ ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp