Thursday Horoscope: ଗୁରୁବାର ରାଶିଫଳ ( ୦୧-୦୧-୨୦୨୬ )

Madhusudan Das Picture
Published On

ମେଷ: ନୂଆ କାମ ଆରମ୍ଭ କରିବା ପାଇଁ ଭଲ ସମୟ। ଧାର କରଜରୁ ଦୂରେଇ ରହିବେ। ସଙ୍ଗୀତ ପ୍ରତି ରୁଚି ବଢ଼ିବ। ଆର୍ଥିକ ସ୍ଥିତି ମଜଭୁତ୍‌ ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଦାନ ଧର୍ମ କରନ୍ତୁ। 

ଆହୁରି ପଢ଼ନ୍ତୁ: ମଙ୍ଗଳ ଗୋଚର ୨୦୨୬: ହନୁମାନ ଜୟନ୍ତୀରେ ସୃଷ୍ଟି ହେବ ମଙ୍ଗଳଙ୍କ ବିରଳ ସଂଯୋଗ, ଚମକିବ ଏହି ୪ଟି ରାଶିର ଭାଗ୍ୟ!

ବୃଷ: ଦିନଟି ବ୍ୟସ୍ତତା ଭିତରେ କଟିବ। ଘରେ ମାଙ୍ଗଳିକ କାର୍ଯ୍ୟକ୍ରମ ଆୟୋଜନ କରିବେ। ଅବିବାହିତଙ୍କ ବିବାହ ସ୍ଥିର ହେବ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ ହେବ।

ଆହୁରି ପଢ଼ନ୍ତୁ: Monday Horoscope: ସୋମବାର ରାଶିଫଳ ( ୩୦-୦୩-୨୦୨୬ )

ମିଥୁନ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଦୂର ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟୀ ନୂଆ ବ୍ୟବସାୟର ଯୋଜନା କରିବେ। ପ୍ରେମୀ ଯୁଗଳ ସୁନ୍ଦର ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଇପାରେ।  

ଆହୁରି ପଢ଼ନ୍ତୁ: ଏପ୍ରିଲ୍ ୨୦୨୬ ମାସିକ ରାଶିଫଳ: ଜାଣନ୍ତୁ ମେଷରୁ ମୀନ ପର୍ଯ୍ୟନ୍ତ ସମସ୍ତ ୧୨ଟି ରାଶିର ଭାଗ୍ୟଫଳ

କର୍କଟ: ପଡ଼ୋଶୀଙ୍କ ସାହାଯ୍ୟ ମିଳିବ। କଳାକାରଙ୍କୁ ଶୁଭ ଖବର ମିଳିବ। ଜମି କାରବାରରେ ସଫଳ ହେବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେଇପାରେ। ଅଯଥା କାମରେ ସମୟ ନଷ୍ଟ ହେବ।

ସିଂହ: ମନପସନ୍ଦ କାମରୁ ସଫଳତା ମିଳିବ। ଆଣ୍ଠୁଗଣ୍ଠି ସମସ୍ୟା ପାଇଁ ଚିନ୍ତାରେ ରହିବେ। ନିବେଶରୁ ଲାଭ ମିଳିବ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ମହିଳାମାନେ ଘର କାମରେ ବ୍ୟସ୍ତ ରହିବେ। 

କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ନାଚ, ଗୀତ ପ୍ରତି ରୁଚି ବଢ଼ିବ। ବନ୍ଧୁଙ୍କ ସହ ସମୟ ଅତିବାହିତ କରିବେ। ଅଫିସ୍‌ରେ ଅସୁବିଧାର ସମ୍ମୁଖୀନ ହେବେ। ଚାକିରିରେ ବଦଳି ସମ୍ଭାବନା ଅଛି।  

ତୁଳା: ପରିବାର ସଦସ୍ୟଙ୍କ ସହ ସମୟ ଅତିବାହିତ କରିବେ। ନୂଆ ଚାକିରି ମିଳିବା ସମ୍ଭାବନା ଅଛି। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ଗୁରୁଜନଙ୍କ ଆଶୀର୍ବାଦ ନେଇ ନୂଆ କାମ ଆରମ୍ଭ କରିପାରନ୍ତି।

ବିଛା: ଇଚ୍ଛା ପୂରଣ ହେବ। ରାଜନୀତିରେ ସକ୍ରିୟ ହେବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବନ୍ଧୁଙ୍କ କଥା ଖରାପ ଲାଗିବ। ସମସ୍ତ କାର୍ଯ୍ୟ ସୁଚାରୁରୂପେ ତୁଲାଇବେ। ଆୟ ସହ ଖର୍ଚ୍ଚ ବଢ଼ିବ। 

ଧନୁ: ଚାକିରି ପାଇଁ ବିଦେଶ ଯାତ୍ରା କରିବେ। ପ୍ରିୟଜନଙ୍କ କଥା ଦୁଃଖ ଦେବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପେଟ ଜନିତ ସମସ୍ୟା ଦେଖା ଦେବ। କାର୍ଯ୍ୟରୁ ଆଶାଜନକ ଲାଭ ମିଳିବ ନାହିଁ।

ମକର: ସମୟର ସଦୁପଯୋଗ କରିବେ। ପ୍ରେମ ସମ୍ବନ୍ଧ ମଜଭୁତ ହେବ। ଠକାମିର ଶିକାର ହୋଇପାରନ୍ତି। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। କଳାକାର, ଡାକ୍ତରଙ୍କୁ ଶୁଭ ଖବର ମିଳିବ।

କୁମ୍ଭ: ତରବରିଆ ଭାବେ ନିଷ୍ପତ୍ତି ନିଅନ୍ତୁ ନାହିଁ। ସନ୍ତାନଙ୍କ କ୍ୟାରିୟର୍‌କୁ ନେଇ ଚିନ୍ତାରେ ରହିବେ। ବ୍ୟାଙ୍କ ଓ ଆଇଟି କ୍ଷେତ୍ରରେ ସଫଳତା ମିଳିବ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। 

ମୀନ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ବିବାହକୁ ନେଇ ଚିନ୍ତାରେ ରହିବେ। ନୂଆ ନିଯୁକ୍ତି ଅବସର ମିଳିବ। ନିଜ ପାଇଁ ସମୟ ବାହାର କରିବେ। ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି। 

01 Jan 2026 By Madhusudan Das

Thursday Horoscope: ଗୁରୁବାର ରାଶିଫଳ ( ୦୧-୦୧-୨୦୨୬ )

ମେଷ: ନୂଆ କାମ ଆରମ୍ଭ କରିବା ପାଇଁ ଭଲ ସମୟ। ଧାର କରଜରୁ ଦୂରେଇ ରହିବେ। ସଙ୍ଗୀତ ପ୍ରତି ରୁଚି ବଢ଼ିବ। ଆର୍ଥିକ ସ୍ଥିତି ମଜଭୁତ୍‌ ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଦାନ ଧର୍ମ କରନ୍ତୁ। 

ବୃଷ: ଦିନଟି ବ୍ୟସ୍ତତା ଭିତରେ କଟିବ। ଘରେ ମାଙ୍ଗଳିକ କାର୍ଯ୍ୟକ୍ରମ ଆୟୋଜନ କରିବେ। ଅବିବାହିତଙ୍କ ବିବାହ ସ୍ଥିର ହେବ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ ହେବ।

ମିଥୁନ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଦୂର ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟୀ ନୂଆ ବ୍ୟବସାୟର ଯୋଜନା କରିବେ। ପ୍ରେମୀ ଯୁଗଳ ସୁନ୍ଦର ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଇପାରେ।  

କର୍କଟ: ପଡ଼ୋଶୀଙ୍କ ସାହାଯ୍ୟ ମିଳିବ। କଳାକାରଙ୍କୁ ଶୁଭ ଖବର ମିଳିବ। ଜମି କାରବାରରେ ସଫଳ ହେବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେଇପାରେ। ଅଯଥା କାମରେ ସମୟ ନଷ୍ଟ ହେବ।

ସିଂହ: ମନପସନ୍ଦ କାମରୁ ସଫଳତା ମିଳିବ। ଆଣ୍ଠୁଗଣ୍ଠି ସମସ୍ୟା ପାଇଁ ଚିନ୍ତାରେ ରହିବେ। ନିବେଶରୁ ଲାଭ ମିଳିବ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ମହିଳାମାନେ ଘର କାମରେ ବ୍ୟସ୍ତ ରହିବେ। 

କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ନାଚ, ଗୀତ ପ୍ରତି ରୁଚି ବଢ଼ିବ। ବନ୍ଧୁଙ୍କ ସହ ସମୟ ଅତିବାହିତ କରିବେ। ଅଫିସ୍‌ରେ ଅସୁବିଧାର ସମ୍ମୁଖୀନ ହେବେ। ଚାକିରିରେ ବଦଳି ସମ୍ଭାବନା ଅଛି।  

ତୁଳା: ପରିବାର ସଦସ୍ୟଙ୍କ ସହ ସମୟ ଅତିବାହିତ କରିବେ। ନୂଆ ଚାକିରି ମିଳିବା ସମ୍ଭାବନା ଅଛି। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ଗୁରୁଜନଙ୍କ ଆଶୀର୍ବାଦ ନେଇ ନୂଆ କାମ ଆରମ୍ଭ କରିପାରନ୍ତି।

ବିଛା: ଇଚ୍ଛା ପୂରଣ ହେବ। ରାଜନୀତିରେ ସକ୍ରିୟ ହେବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବନ୍ଧୁଙ୍କ କଥା ଖରାପ ଲାଗିବ। ସମସ୍ତ କାର୍ଯ୍ୟ ସୁଚାରୁରୂପେ ତୁଲାଇବେ। ଆୟ ସହ ଖର୍ଚ୍ଚ ବଢ଼ିବ। 

ଧନୁ: ଚାକିରି ପାଇଁ ବିଦେଶ ଯାତ୍ରା କରିବେ। ପ୍ରିୟଜନଙ୍କ କଥା ଦୁଃଖ ଦେବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପେଟ ଜନିତ ସମସ୍ୟା ଦେଖା ଦେବ। କାର୍ଯ୍ୟରୁ ଆଶାଜନକ ଲାଭ ମିଳିବ ନାହିଁ।

ମକର: ସମୟର ସଦୁପଯୋଗ କରିବେ। ପ୍ରେମ ସମ୍ବନ୍ଧ ମଜଭୁତ ହେବ। ଠକାମିର ଶିକାର ହୋଇପାରନ୍ତି। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। କଳାକାର, ଡାକ୍ତରଙ୍କୁ ଶୁଭ ଖବର ମିଳିବ।

କୁମ୍ଭ: ତରବରିଆ ଭାବେ ନିଷ୍ପତ୍ତି ନିଅନ୍ତୁ ନାହିଁ। ସନ୍ତାନଙ୍କ କ୍ୟାରିୟର୍‌କୁ ନେଇ ଚିନ୍ତାରେ ରହିବେ। ବ୍ୟାଙ୍କ ଓ ଆଇଟି କ୍ଷେତ୍ରରେ ସଫଳତା ମିଳିବ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। 

ମୀନ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ବିବାହକୁ ନେଇ ଚିନ୍ତାରେ ରହିବେ। ନୂଆ ନିଯୁକ୍ତି ଅବସର ମିଳିବ। ନିଜ ପାଇଁ ସମୟ ବାହାର କରିବେ। ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp