ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଲଗାଣ ବର୍ଷାରେ ଭୁଶୁଡିଲା କାନ୍ଥ: ମା’- ଝିଅ ମୃତ, ବାପପୁଅ ଗୁରୁତର

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫୁଲବାଣୀର ତ୍ରିଦେବନଗରରେ ଅଭାବନୀୟ ଘଟଣା ଘଟିଛି। ଲଗାଣ ବର୍ଷାରେ ଘର କାନ୍ଥ ଭୁଶୁଡ଼ି ୨ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ଆଉ ୨ଜଣ ଗୁରୁତର ହୋଇଛନ୍ତି।  ଘଟଣା ସ୍ଥଳରେ ମା’ ଓ ୫ ବର୍ଷର ଝିଅର ମୃତ୍ଯୁ ଘଟିଥିବା ବେଳେ ବାପା ଓ ପୁଅ ଗୁରୁତର ଆହତ ହୋଇଛନ୍ତି। ଆହତ ବାପପୁଅଙ୍କୁ  ଉଦ୍ଧାର କରାଯାଇ ଫୁଲବାଣୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Leave A Reply

Your email address will not be published.