ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ଯରେ ୨୪ ଘଣ୍ଟାରେ ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ଯରୋ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, କନ୍ଧମାଳ, ବୈଦ, କଳାହାଣ୍ଡି ଏବଂ ଗଞ୍ଜାମ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିିଛି ଆଇଏମ୍‌ଡି। ଏହା ମଧ୍ୟରୁ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି। ଏହିସବୁ ସ୍ଥାନରେ ଆଇଏମ୍‌ଡି ୟେଲୋ ୱାର୍ଣ୍ଣିଂ ଜାରି କରିିଛି।

Leave A Reply

Your email address will not be published.