ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଭିଜିଲାନ୍ସ ଜାଲରେ ଇଡକୋ ଚିଫ ଜେନେରାଲ ମ୍ୟାନେଜର, ଏକକାଳୀନ ୭ଟି ସ୍ଥାନରେ ଚାଲିଛି ଚଢାଉ

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଇଡକୋ ଚିଫ ଜେନେରାଲ ମ୍ୟାନେଜର । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଏଏସ ସରୋଜକାନ୍ତ ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। । ସ୍ପେଶାଲ ଜଜ୍ ଭିଜିଲାନ୍ସଙ୍କ ନିର୍ଦ୍ଦେଶ କ୍ରମେ ଚାଲିଛି ଚଢ଼ାଉ । ଭୁବନେଶ୍ୱର, କଟକ ଓ ଯାଜପୁରର ଏକାକାଳୀନ ୭ଟି ସ୍ଥାନରେ ମାରାଥନ ଚଢାଉ ଜାରି ରହିଛି। ଏହି ଚଢାଉରେ ୧୦ ଡିଏସପି ଓ ୬ ଇନ୍ସପେକ୍ଟର ସାମିଲ ଅଛନ୍ତି। 5T ଅଧୀନରେ ଭିଜିଲାନ୍ସ ଆସିବା ପରେ ଦୁର୍ନୀତିଖୋରଙ୍କ ବିରୋଧରେ ଜିରୋ ଟଲରାନ୍ସ ନୀତି ଅବଲମ୍ବନ କରାଯାଉଛି।

Leave A Reply

Your email address will not be published.