ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପରିସ୍ଥିତି ସୁଧୁରିଲେ ଆଗକୁ ହୋଇପାରେ ସମ୍ପୂର୍ଣ୍ଣ ଅନ୍‌ଲକ୍‌

ଭୁବନେଶ୍ୱର: ପରିସ୍ଥିତି ସୁଧୁରିଲେ ଆଗକୁ ହୋଇପାରେ ସମ୍ପୂର୍ଣ୍ଣ ଅନ୍‌ଲକ୍‌ । ଭୁବନେଶ୍ୱରରେ ଲୋକଙ୍କ ଯାତାୟାତ ଅଧିକ ରହୁଥିବାରୁ ଏଠାରେ ସଂକ୍ରମଣ ଅଧିକ ରହୁଛି। ତେଣୁ ଭୁବନେଶ୍ୱରରେ ସର୍ଭେଲାନ୍ସ ବଢ଼ାଯାଇଛି ବୋଲି କହିଛନ୍ତି ଡିଏମଇଟି ସିବିକେ ମହାନ୍ତି। ସେହିପରି ଆବଶ୍ୟକ ପଡ଼ିଲେ ସମ୍ପୂର୍ଣ୍ଣ ଅନଲକ କରାଯିବ। ଯଦି ସେମିତି ଆବଶ୍ୟକ ନ ହୁଏ ତେବେ ଅନଲକ ହେବ ନାହିଁ। ପରିସ୍ଥିତିକୁ ଆକଳନ କରି ନିଷ୍ପତ୍ତି ନିଆଯିବ। ତରବରିଆ ନିଷ୍ପତ୍ତି ନେଲେ ବିପଦ ସୃଷ୍ଟି ହେବାର ଆଶଙ୍କା ରହିଛି ବୋଲି ସେ କହିଛନ୍ତି। ଏହାସହ ମେଡ଼ିକାଲ କଲେଜକୁ ଖୋଲିବା ପାଇଁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଛି ସ୍ୱାସ୍ଥ୍ୟ ବିଭାଗ।

Leave A Reply

Your email address will not be published.