ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପୁରୀରେ 5T ସଚିବ ଭି.କେ ପାଣ୍ଡିଆନ, ପରିକ୍ରମା ପ୍ରକଳ୍ପ କାର୍ଯ୍ୟର କଲେ ଅନୁଧ୍ୟାନ

ପୁରୀ: ପୁରୀରେ 5T ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ। 5T ସଚିବ ଆଜି ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି। ଶ୍ରୀମନ୍ଦିର ଚାରିପାଖ ବୁଲି ଦେଖିବା ସହ ନିର୍ମାଣ ହୋଇଥିବା ସମସ୍ତ କାର୍ଯ୍ୟକୁ ଯାଞ୍ଚ କରିଛନ୍ତି। ସେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ବେଢ଼ା ପରିକ୍ରମା କରିଥିଲେ। ଏହାପରେ ମା’ ବିମଳାଙ୍କ ମନ୍ଦିର ଓ ପାର୍ଶ୍ଵ ଦେବାଦେବୀଙ୍କ ଦର୍ଶନ କରିଛନ୍ତି। 5T ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନଙ୍କ ସାଥିରେ ପତ୍ନୀ ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ମଧ୍ୟ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି।

Leave A Reply

Your email address will not be published.