ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୯୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସ ମଧ୍ୟରେ ଅଛନ୍ତି ୪୦ ଜଣ। ସଂଗ‌ରୋଧ କେନ୍ଦ୍ରରୁ ୧୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ଅଛନ୍ତି ୮୩ ଜଣ।

Leave A Reply

Your email address will not be published.