ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୯୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସ ମଧ୍ୟରେ ଅଛନ୍ତି ୪୦ ଜଣ। ସଂଗ‌ରୋଧ କେନ୍ଦ୍ରରୁ ୧୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ଅଛନ୍ତି ୮୩ ଜଣ।

Leave a comment