ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୯ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୪୯୫୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Leave A Reply

Your email address will not be published.