ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର ହେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ସ୍ବାସ୍ଥ୍ଯାବସ୍ଥା ସ୍ଥିର

ନୂଆଦିଲ୍ଲୀ: ଶୁକ୍ରବାର ଦିନ ହଠାତ୍‌ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଦିଲ୍ଲୀସ୍ଥିତ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଏବେ ସ୍ଥିର ରହିଥିବା ଜଣାପଡ଼ିଛି। ଏହାସହିତ ତାଙ୍କର ଅଧିକ ଚିକିତ୍ସା ପାଇଁ ତାଙ୍କୁ ଆଜି ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଥିବା ନେଇ ହସ୍ପିଟାଲ୍‌ ପକ୍ଷରୁ ଜାରି ବିବୃତ୍ତିରେ କୁହାଯାଇଛି।

Leave A Reply

Your email address will not be published.