ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜଧାନୀରେ ହକି ଫିଭର: ଭୁବନେଶ୍ୱରରେ ପହଞ୍ଚିଲେ ଭାରତୀୟ ପୁରୁଷ ହକି ଟିମ୍

ଭୁବନେଶ୍ବର: ରାଜଧାନୀରେ ହକି ଫିଭର । ଆଜି ଭୁବନେଶ୍ୱରରେ ପହଞ୍ଚିଛନ୍ତି ଭାରତୀୟ ପୁରୁଷ ହକି ଟିମ୍। ବିଶ୍ୱକପ୍ ଖେଳିବା ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି ଭାରତୀୟ ଟିମର ସମସ୍ତ ଖେଲାଳି।  ହକି ଟିମକୁ ବିମାନବନ୍ଦରରେ ଭବ୍ୟ ସ୍ବାଗତ କରାଯାଇଛି। ଜାନୁଆରୀ ୧୩ରୁ ୨୯ ତାରିଖ ପର୍ଯ୍ୟନ୍ତ ଖେଳାଯିବ ବିଶ୍ବକପ । ରାଉରକେଲା ଓ ଭୁବନେଶ୍ବରରେ ସମସ୍ତ ମ୍ୟାଚ ଖେଳାଯିବ। ଭାରତୀୟ ଟିମରେ ୨ ଓଡ଼ିଆ ଖେଳାଳି ସମିଲ ଅଛନ୍ତି। ଭାରତ ଜାନୁଆରୀ ୧୩ରେ ସ୍ପେନ ବିପକ୍ଷରେ ପ୍ରଥମ ମ୍ୟାଚ ଖେଳି ଅଭିଯାନ ଆରମ୍ଭ କରିବ ।

Leave A Reply

Your email address will not be published.