ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଟୋକିଓ ଅଲିମ୍ପିକ୍ସ: ୪୧ ବର୍ଷ ପରେ ସେମିଫାଇନାଲରେ ପ୍ରବେଶ କଲା ଭାରତୀୟ ହକି ଟିମ୍

ଟୋକିଓ ଅଲିମ୍ପିକ୍ସ ପୁରୁଷ ହକିରେ ଭାରତର ଦମଦାର ବିଜୟ । ଗ୍ରେଟ ବ୍ରିଟେନକୁ ହାରଇ ସେମିଫାଇନାଲରେ ପ୍ରବେଶ କରିଛି ଭାରତ। ଆଜିର  କ୍ୱାର୍ଟରରେ ବ୍ରିଟେନ୍‌କୁ ୧-୩ ଗୋଲ୍‌ରେ ଭାରତ ପରାସ୍ତ କରିଛି। ଏଥିସହ ଦୀର୍ଘ ୪୧ ବର୍ଷ ପରେ ଅଲିମ୍ପିକ୍ସ ସେମିରେ ଭାରତ ପ୍ରବେଶ କରିଛି। ଆଜି କ୍ବାର୍ଟର ଫାଇନାଲରେ ଭାରତ ପକ୍ଷରୁ ଦିଲପ୍ରୀତ, ଗୁରଜନ୍ତ ଓ ହାର୍ଦ୍ଦିକ୍ ଗୋଟିଏ ଲେଖାଁଏ ଗୋଲ ସ୍କୋର କରିଥିଲେ।

ସେମିଫାଇନାଲରେ ଭାରତ ଓ ବେଲଜିୟମ୍ ମଧ୍ୟରେ ମୁକାବିଲା ହେବ।

Leave A Reply

Your email address will not be published.