ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଇପିଏଲ – ୨୦୨୧: ସେପ୍ଟେମ୍ବର ୧୯ରୁ ୟୁଏଇରେ ଖେଳାଯିବ ଅବଶିଷ୍ଟ ମ୍ୟାଚ୍

ନୂଆଦିଲ୍ଲୀ: କରୋନା ମହାମାରୀ ପାଇଁ ସ୍ଥଗିତ ଥିବା ଆଇପିଏଲ – ୨୦୨୧ର ଅବଶିଷ୍ଟ ମ୍ୟାଚ୍  ଆସନ୍ତା ସେପ୍ଟେମ୍ବର ମାସ ୧୯ ତାରିଖରୁ ଖେଳାଯିବ। ୟୁଏଇରେ ସମସ୍ତ ବଳକା ମ୍ଯାଚ ଗୁଡିକ ଖେଳାଯିବ। ସେହିପରି ଅକ୍ଟୋବର ୧୫ ତାରିଖରେ ଆଇପିଏଲର ଚଳିତ ସିଜିନର ଫାଇନାଲ୍ ମ୍ଯାଚ ଅନୁଷ୍ଠିତ ହେବ।

ସୂଚନା ଅନୁଯାୟୀ, କରୋନା ପାଇଁ ଆଇପିଏଲ ୨୦୨୧କୁ ଅଧାରୁ ସ୍ଥଗିତ କରିବାକୁ ପଡିଥିଲା । ବିଭିନ୍ନ ଟିମର ଖେଳାଳି ଓ କୋଚ୍ କରୋନାରେ ସଂକ୍ରମିତ ହେବା କାରଣରୁ ଏହାକୁ  ସ୍ଥଗିତ ରଖାଯାଇଥିଲା ।

 

Leave A Reply

Your email address will not be published.