ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଇପିଏଲ ୨୦୨୧: ଟସ୍‌ ଜିତି ଦିଲ୍ଲୀ କ୍ୟାପିଟାଲ୍ସର ବୋଲିଂ ନିଷ୍ପତ୍ତି

ମୁମ୍ବାଇ: ଚଳିତ ଆଇପିଏଲ୍‌ର ୧୧ତମ ଲିଗ୍‌ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ଓ ପଞ୍ଜାବ କିଙ୍ଗ୍‌ସ  ମୁହାଁମୁହିଁ ହେବେ। ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଋଷଭ ପନ୍ତ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାର ନିଷ୍ପତ୍ତି ନେଇଛନ୍ତି। ଏହା ଫଳରେ ପ୍ରଥମେ ବ୍ୟାଟିଂ କରିବ କିଙ୍ଗସ୍‌ ପଞ୍ଜାବ।

Leave A Reply

Your email address will not be published.