ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଚେନ୍ନାଇ -ପଞ୍ଜାବ ମୁକାବିଲା, ଟସ ଜିତି ଚେନ୍ନାଇ ସୁପର କିଙ୍ଗସର ବୋଲିଂ ନିଷ୍ପତ୍ତି

ନୂଆଦିଲ୍ଲୀ: ଆଜିର ଆଇପିଏଲ  ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗସ ଓ ପଞ୍ଜାବ କିଙ୍ଗସ ମୁହାଁମୁହିଁ ହେବେ। ଏହି ମ୍ୟାଚରେ ଚେନ୍ନାଇ ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି । ତେଣୁ ପ୍ରଥମେ ବ୍ୟାଟିଂ କରିବାକୁ ମୈଦାନକୁ ଓହ୍ଲାଇବ ପଞ୍ଜାବ ଦଳ । ଚେନ୍ନାଇ ନିଜ ପ୍ରଥମ ବିଜୟ ଲକ୍ଷ୍ୟରେ ରହିଥିବା ବେଳେ ପଞ୍ଜାବ ବିଜୟ ଧାରା ଜାରି ରଖିବାକୁ ପ୍ରୟାସ କରିବ ।

Leave A Reply

Your email address will not be published.