ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଭିଜିଲାନ୍ସ ଜାଲରେ ରାଉରକେଲା TDCCର ଜିଲ୍ଲା ପରିଚାଳକ ଜୟପ୍ରକାଶ ମହାନ୍ତି

ରାଉରକେଲା : ଭିଜିଲାନ୍ସ ଜାଲରେ ରାଉରକେଲା TDCCର ଜିଲ୍ଲା ପରିଚାଳକ ଜୟପ୍ରକାଶ ମହାନ୍ତି । ଜୟପ୍ରକାଶ ନିଜ ସରକାରୀ ଗାଡିରେ ୧୯ ଲକ୍ଷ ଟଙ୍କା ନେଇ ଯାଉଥିବା ବେଳେ ମସନିକାନୀ ଚେକଗେଟ ନିକଟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ଭିଜିଲାନ୍ସ ୧୯ ଲକ୍ଷ ଟଙ୍କା ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି । ସୁନ୍ଦରଗଡ ଜିଲ୍ଲା TDCC ଅଫିସ ଓ ଭୁବନେଶ୍ବର ବାସଭବନରେ ମଧ୍ୟ ଯାଞ୍ଚ କରୁଛି ଭିଜିଲାନ୍ସ ବିଭାଗ । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଡିଏସପି ବୀରେନ୍ଦ୍ର କୁମାର ନାୟକ।

Leave A Reply

Your email address will not be published.