ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
BJD 166×600

ଅବୋଲି ସୁନୀଲ ନରଭଣେ ହେଲେ ଝାରସୁଗୁଡାର ନୂଆ ଜିଲ୍ଲାପାଳ

ଭୁବନେଶ୍ୱର: ବଦଳିଲେ ଝାରସୁଗୁଡା ଜିଲ୍ଲାପାଳ। ୨୦୧୫ ବ୍ୟାଚ୍‌ର ଆଇଏଏସ୍‍ ଅବୋଲି ସୁନୀଲ ନରଭଣେ ହେଲେ ଝାରସୁଗୁଡାର ନୂଆ ଜିଲ୍ଲାପାଳ। ନରଭଣେ ପୂର୍ବରୁ ସୁବର୍ଣ୍ଣପୁର ଜିଲ୍ଲାରେ ଜିଲ୍ଲାପାଳ ଭାବେ ଦାୟିତ୍ୱ ତୁଲାଉଥିଲେ। ତାଙ୍କୁ ଝାରସୁଗୁଡାରେ ତୁରନ୍ତ ଯୋଗଦାନ ପାଇଁ ନିର୍ଦ୍ଦେଶ ବିଭାଗୀୟ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ଜାରି ହୋଇଛି।

Leave A Reply

Your email address will not be published.