ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଜନସନ୍ ଆଣ୍ଡ ଜନସନ କମ୍ପାନୀର ସିଙ୍ଗଲ ଡୋଜ କରୋନା ଟିକାକୁ ଜରୁରୀକାଳୀନ ବ୍ୟବହାର ପାଇଁ ଭାରତରେ ମିଳିଲା ଅନୁମତି

ନୂଆଦିଲ୍ଲୀ: ଭାରତକୁ ମିଳିଲା ଆଉ ଏକ କୋରୋନା ଟିକା । ଜନସନ୍ ଆଣ୍ଡ ଜନସନ କମ୍ପାନୀର ସିଙ୍ଗଲ ଡୋଜ କରୋନା ଟିକାକୁ ଜରୁରୀକାଳୀନ ବ୍ୟବହାର ପାଇଁ ଭାରତରେ ମିଳିଲା ଅନୁମତି । ଟ୍ବିଟ୍‌ କରି ସୂଚନା ଦେଲେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନ୍‌ସୁଖ ମାଣ୍ଡଭିୟ । ଏହାକୁ ମିଶାଇ ଭାରତ ସରକାର ଏପର୍ଯ୍ୟନ୍ତ ୫ ଟି ଟିକାକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି ।

Leave A Reply

Your email address will not be published.