ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଭିଜିଲାନ୍ସ ଜାଲରେ ଯଶିପୁର ତହସିଲର କନିଷ୍ଠ କିରାଣୀ, ଜମି ପଟ୍ଟା ପାଇଁ ୪୦ ହଜାର ଲାଞ୍ଚ ନେବାବେଳେ ମାଡିବସିଲା ଭିଜିଲାନ୍ସ

ମୟୂରଭଞ୍ଜ: ଭିଜିଲାନ୍ସ ଜାଲରେ ଯଶିପୁର ତହସିଲର କନିଷ୍ଠ କିରାଣି। ୪୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ମୟୂରଭଞ୍ଜ ଜିଲ୍ଲା ଯଶୀପୁର ତହସିଲର କନିଷ୍ଠ କିରାଣି ଭାର୍ଗବ ଚନ୍ଦ୍ର ମହାକୁଡ଼ଙ୍କୁ ମାଡିବସିଲା ଭିଜିଲାନ୍ସ ବିଭାଗ । ଯଶୀପୁର ବ୍ଲକ କାଳିଆଣି ଗାଁର ଭୀଷ୍ମଚରଣ ହେମ୍ବ୍ରମ୍‌ଙ୍କଠାରୁ ଜମି ପଟ୍ଟା କରି ଦେବାକୁ ନେଇ ୪୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଲା ଭିଜିଲାନ୍ସ। ଟଙ୍କା ଜବତ ପରେ ଭାର୍ଗବଙ୍କୁ ଗିରଫ କରିଛି ଭିଜିଲାନ୍ସ ଟିମ । ପୂର୍ବରୁ ମଧ୍ୟ ଭୀଷ୍ମଙ୍କ ଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେଇଥିବା କହିଛନ୍ତି ଭାର୍ଗବ। ଏବେ ବି ଚଢାଉ ଜାରି ରଖିଛି ଭିଜିଲାନ୍ସ।

Leave A Reply

Your email address will not be published.