ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସୁପ୍ରିମକୋର୍ଟର ନୂଆ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ୟୁୟୁ ଲଳିତ

ନୂଆଦିଲ୍ଲୀ: ଆଜି ସୁପ୍ରିମକୋର୍ଟର ୪୯ ତମ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍ ୟୁ ୟୁ ଲଳିତ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି ।

ସୂଚନା ଅନୁଯାୟୀ, ଶୁକ୍ରବାର ସୁପ୍ରିମ୍ କୋର୍ଟର ୪୮ତମ ପ୍ରଧାନବିଚାରପତି ଜଷ୍ଟିସ୍ ଏନ୍ .ଭି. ରମଣା ଅବସର ଗ୍ରହଣ କରିଥିଲେ । ଏକ ଭାବବିହ୍ୱଳ ପରିବେଶରେ ବିଦାୟ ନେଇଥିଲେ ଏନ.ଭି. ରମଣା।

Leave A Reply

Your email address will not be published.