ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବ୍ରଜରାଜନଗର ଉପନିର୍ବାଚନ ପାଇଁ କିଶୋର ପଟେଲଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କଲା କଂଗ୍ରେସ

ଭୁବନେଶ୍ବର: ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ  ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । କିଶୋର ପଟେଲଙ୍କ ନାଁରେ କଂଗ୍ରେସ ଅଧ୍ଯକ୍ଷ ସୋନୀଆ ଗାନ୍ଧୀ ମୋହର ମାରିଛନ୍ତି ।

ସୂଚନା ଅନୁଯାୟୀ, ଅନ୍ୟପଟେ ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେପିରୁ ପ୍ରାର୍ଥୀ ହୋଇଛନ୍ତି ରାଧାରାଣୀ ପଣ୍ଡା  ଓ ବିଜେଡି ପକ୍ଷରୁ ପୂର୍ବତନ ବିଧାୟକ ସ୍ବର୍ଗତଃ କିଶୋର କୁମାର ମହାନ୍ତିଙ୍କ ପତ୍ନୀ ଅଳକା ମହାନ୍ତିଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଛି ବିଜୁ ଜନତା ଦଳ।

Leave A Reply

Your email address will not be published.