ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Category

ଅନୁଗୁଳ

Angul News: Find all Latest and Breaking News on Angul. Read Breaking News on Angul updated and published at The Sakala.

ନିର୍ମାଣଧିନ ଘର ଆଗରେ ପଡିଥିବା ବାଲିଗଦା…

ଅନୁଗୁଳ: ବାଲିଗଦା ଉପରୁ ଯୁବକଙ୍କ ମୃତଦେହ ଉଦ୍ଧାର। ଅନୁଗୁଳ ଜିଲ୍ଲା ଛେଳିଆପଡା ଗାଁରେ ନିର୍ମାଣଧିନ ଏକ ଘର ଆଗରେ ପଡିଥିବା ବାଲିଗଦା ଉପରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ କାଙ୍ଗୁଲା ଗାଁର ସଂଗ୍ରାମ ବେହେରା। ହତ୍ୟା ଅଭିଯୋଗ କରି ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିବା ବେଳେ…

ଆଉ ଦିନକ ପରେ ବିରାଜିବେ ବିଶ୍ଵ ବିନ୍ଧାଣି…

ଅନୁଗୋଳ /ନାଲକୋ ନଗର :  ଆଉ ଦିନକ ପରେ ରବିବାର ଠାରୁ ନାଲକୋ ନଗରର ପ୍ରସିଦ୍ଧ ବିଶ୍ୱକର୍ମା ପୂଜା ଆରମ୍ଭ ହେବ। ଏଥି ଲାଗି ନାଲକୋର କଲୋନୀ ଅଞ୍ଚଳ ସ୍ଥିତ ସମସ୍ତ ୨୦ଟି ପୂଜା ପେଣ୍ଡାଲ ଗୁଡ଼ିକରପ୍ରସ୍ତୁତି କାର୍ଯ୍ୟ ଜୋରଦାର ଚାଲିଛି। ଚଳିତ ବର୍ଷ ଉତ୍ସବକୁ ଜାକଜକମରେ ପାଳନ କରିବାକୁ ଲୋକେ ଉତ୍କଣ୍ଠାର ସହ…

ତାଳଚେର ବିଧାୟକଙ୍କ କାର୍ଯ୍ୟାଳୟ…

ତାଳଚେର ସହର: ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କ ନନ୍ଦିରା ସ୍ଥିତ କାର୍ଯ୍ୟାଳୟ ସମ୍ମୁଖରୁ ଏକ ବୋମା ଉଦ୍ଧାର ହୋଇଛି। ଏହା ଟାଇମ୍ ବୋମା ଭେଳି ଦେଖିବାକୁ । ତେବେ ଏହି ବୋମା ଅସଲି କି ନକଲି ଜଣାପଡ଼ି ନାହିଁ।ସୂଚନା ଅନୁଯାୟୀ, ଆଜି ସକାଳେ ବିଧାୟକଙ୍କ କିଛି ସହଯୋଗୀ ଅଫିସ ସମ୍ମୁଖରେ ବୋମା ଥିବା…

ଘରୋଇ ଶିକ୍ଷାନୁଷ୍ଠାନରେ ଛାତ୍ରଙ୍କୁ…

ଅନୁଗୁଳ: ଅନୁଗୁଳର ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଛାତ୍ରଙ୍କୁ ନିସ୍ତୁକ ମାଡ଼ ମାରିବାର ଭିଡ଼ିଓ ଭାଇରାଲ ହେବାରେ ଲାଗିଛି । ଘଟଣାଟି ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ସାପୋଇସାହିଠାରେ ଥିବା ଏକ କୋଚିଂ ସେଣ୍ଟରର। ଭିଡିଓ ଭାଇରାଲ ହେବା ପରେ ଚାଇଲଡ ଲାଇନ୍‌ କର୍ତ୍ତୃପକ୍ଷ ଆଜି ଉକ୍ତ କୋଚିଂ ସେଣ୍ଟରକୁ…

ବନ୍ତଳା ଅଗ୍ନିଶମ ସେବା କେନ୍ଦ୍ର ପାଇଁ  …

ଅନୁଗୁଳ: ଅନୁଗୁଳ ଜିଲ୍ଲା ବନ୍ତଳା ଠାରେ ନୂତନ ଭାବେ ସ୍ଥାପିତ ଅଗ୍ନିଶମ ସେବା କେନ୍ଦ୍ର ପାଇଁ ବିଭିନ୍ନ ବର୍ଗର ୧୫ଟି ପଦବୀକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି ।ପ୍ରକାଶଯୋଗ୍ୟ ଯେ ବନ୍ତଳା ଅଞ୍ଚଳରେ ମୁଖ୍ୟମନ୍ତ୍ରୀ   ଏକ ନୂତନ ଅଗ୍ନିଶମ ସେବା କେନ୍ଦ୍ର ସ୍ଥାପନ ପାଇଁ ଗତ…

ଅନୁଗୁଳ DIG ବ୍ରିଜେଶ ରାୟଙ୍କୁ ପୁଲିସ…

ଭୁବନେଶ୍ବର : ଅନୁଗୁଳ DIG ବ୍ରିଜେଶ ରାୟଙ୍କୁ ବଦଳି କରାଯାଇଛି। ବ୍ରିଜେଶ ରାୟଙ୍କୁ କଟକ ସ୍ଥିତ ରାଜ୍ୟ ପୁଲିସ ମୁଖ୍ୟାଳୟକୁ ବଦଳି କରିଛନ୍ତି ରାଜ୍ୟ ସରକାର। ଏନେଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ବ୍ରିଜେଶଙ୍କ ପତ୍ନୀଙ୍କ ବିରୋଧରେ ଆସିଥିଲା ମହିଳା ହୋମ୍‌ଗାର୍ଡଙ୍କୁ ନିର୍ଯାତନା ଦେବା ଅଭିଯୋଗ ।…

ପବିତ୍ର ମୋହନ ସେତୁ ନାମରେ ନାମିତ ହେଲା…

ଭୁବନେଶ୍ୱର : ଅନୁଗୋଳ ଜିଲ୍ଲା କଣିହା ଠାରେ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ସେତୁକୁ ରାଜ୍ୟ ସରକାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ପ୍ରଜାମଣ୍ଡଳ ନେତା ତଥା ଓଡିଶାର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ୱର୍ଗତ ପବିତ୍ର ମୋହନ ପ୍ରଧାନଙ୍କ ସ୍ମୃତିରେ ପବିତ୍ର ମୋହନ ସେତୁ ନାମରେ ନାମିତ କରିଛନ୍ତି।ମୁଖ୍ୟମନ୍ତ୍ରୀ…

ପ୍ରେମିକ ସହ ସ୍ତ୍ରୀ ଫେରାର, ଆତ୍ମହତ୍ୟା…

ଛେଣ୍ଡିପଦା: ଅନୁଗୋଳ ଜିଲ୍ଲା ଛେଣ୍ତିପଦା ଥାନା ଲଙ୍ଗୁଳି ଗ୍ରାମରେ ଜୈନେକା ବିବାହିତା ମହିଳା ପ୍ରେମିକ ସହ ଫେରାର ହୋଇ ଯିବାପରେ ଏହାକୁ ସହ୍ୟ କରିନପାରି ସ୍ୱାମୀ ଘରେ ଥିବା ଫିନାଆଇଲି ପିଇ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି। ଆତ୍ମହତ୍ୟା କରିଥିବା ଯୁବକ ଜଣଙ୍କ ହେଲେ ଛେଣ୍ତିପଦା ଥାନା ଲଙ୍ଗୁଳି…

ବିଲରେ କାମ କରୁଥିବା ବେଳେ ଦଳିଦେଲା ହାତୀ

ପାଲଲହଡା: ଅନୁଗୁଳ ଜିଲ୍ଲା ପାଲଲହଡ଼ା ଉପଖଣ୍ଡ ଖମାର ବନଖଣ୍ଡ ଅନ୍ତର୍ଗତ ବାରକୋଟିଆ ଗାଁ ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସୂଚନାନୁଯାୟୀ, ରବିବାର ଘନ ମୁଣ୍ଡା ନାମକ ଜଣେ ଚାଷୀ ବିଲକୁ କାମ କରିବାକୁ ଯାଇଥିବା ବେଳେ ଦନ୍ତା ହାତୀ ଆକ୍ରମଣର ଶିକାର ହୋଇଥିଲେ। ହାତୀ ଦଳି ଦେବାରୁ…

ସ୍କୁଲ ନଯିବାରୁ ୧୨ ବର୍ଷର ପୁଅକୁ ଲୁହା…

ଅନୁଗୁଳ: ବାପା ଦେଲା ପୁଅକୁ ଚେଙ୍କ । ସ୍କୁଲ ନଯିବାରୁ ୧୨ ବର୍ଷର ପୁଅକୁ ଲୁହା ରଡରେ ଚେଙ୍କ ଦେଲା ବାପା । ଅନୁଗୁଳ ଜିଲ୍ଲା ଛେଣ୍ତିପଦା ଥାନା ଅନ୍ତର୍ଗତ ହଟିଆନାଳି ଗାଁରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା । ଘଟଣା ସମ୍ପର୍କରେ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଅନୁଗୁଳ ଚାଇଲଡ ଲାଇନ ପକ୍ଷରୁ…