ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Category

ବରଗଡ଼

‘ଆମ ଓଡିଶା ନବୀନ ଓଡିଶା’:…

ମୟୂରଭଂଜର ୫ଟି ନିର୍ବାଚନମଣ୍ଡଳୀ ପାଇଁ ୧୧୧ କୋଟି ୫୦ ଲକ୍ଷ – ୩୦୮୧ ପ୍ରକଳ୍ପ ବରଗଡର ୫ଟି ନିର୍ବାଚନ ମଣ୍ଡଳୀ ପାଇଁ ୧୨୬ କୋଟି ୫୦ ଲକ୍ଷ – ୩୧୩୫ ପ୍ରକଳ୍ପ ଦେବଗଡର ଗୋଟିଏ ନିର୍ବାଚନମଣ୍ଡଳୀ ପାଇଁ ୩୫ କୋଟି – ୯୯୧ ପ୍ରକଳ୍ପ ଭୁବନେଶ୍ବର: ରାଜ୍ୟ ସରକାରଙ୍କର ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ…

ବିଦେଶୀ ପକ୍ଷୀଙ୍କ ଅନ୍ତୁଡ଼ିଶାଳ ପାଲଟିଛି…

ବରଗଡ଼(ବଦ୍ରୀ ପ୍ରସାଦ ସାହୁ): ବରଗଡ଼ ଜିଲ୍ଳାର ବିଭିନ୍ନ ଗାଁରେ ଦେଖିବାକୁ ମିଳୁଛି ସୁଦୂର ସାଇବେରିଆରୁ ଆସୁଥିବା ବିଦେଶୀ ପକ୍ଷୀଙ୍କ ଆସର। ଏ ଅଞ୍ଚଳର ଜଳବାୟୁ ସହ ଭଲ ଖାଦ୍ୟ ମିଳୁଥିବାରୁ ବିଦେଶାଗତ ପକ୍ଷୀମାନେ ପ୍ରତିବର୍ଷ ଏଠାକୁ ଆସି ଅଣ୍ଡା ଦେଇ ଛୁଆକୁ ଉଡ଼ାଇବା ଶିଖାଇଥାନ୍ତି ଏବଂ କାର୍ତ୍ତିକ ମାସ ପରେ…

କୀଟନାଶକ ପିଇ ସଫା ହୋଇଗଲା ପୁରା ପରିବାର,…

ସୋହେଲା : ବରଗଡ଼ ଜିଲା ସୋହେଲା ମାଷ୍ଟରପଡ଼ାର ଗୋଟିଏ ପରିବାରର ୩ ସଦସ୍ୟ କୀଟନାଶକ ପିଇବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଗୋଟିଏ ପରିବାରର ୩ ସଦସ୍ୟ କୀଟନାଶକ ପିଇ ରବିବାର ଭୀମସାର୍‌, ବୁର୍ଲାରେ ଚିକିତ୍ସାଧୀନ ଅବସ୍ଥାରେ ସୋହେଲା ମାଷ୍ଟରପଡ଼ାର ସ୍ବର୍ଗତ ଅର୍ଜୁନ ସାହୁଙ୍କ ପୁଅ ବଂଶୀଧର (୨୫)…

ବିଷ ପିଇ ସାମୁହିକ ଆତ୍ମହତ୍ୟା ଉଦ୍ୟମ,…

ବରଗଡ଼: ଗୋଟିଏ ପରିବାରର ୩ ଜଣ ସଦସ୍ୟ ସାମୁହିକ ଆତ୍ମହତ୍ୟା ଉଦ୍ୟମ କରିବା ପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବରଗଡ ଜିଲ୍ଲା ସୋହେଲା ଠାରେ। ଉକ୍ତ ପରିବାରର ୩ ଜଣ ହେଲେ ମାଆ, ପୁଅ ଓ ବିବାହିତା ଝିଅ। ସମସ୍ତେ କୀଟନାଶକ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବାବେଳେ ପୁଅ ଓ ଝିଅର ମୃତ୍ୟୁ ଘଟିଛି। ମାଆଙ୍କ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଟ୍ରକକୁ…

ବରଗଡ଼: ବରଗଡ଼ ଜିଲ୍ଲା ବଲାଙ୍ଗୀର-ବରଗଡ଼ ଜାତୀୟ ରାଜପଥ ନଂ ୨୬ ମହଦା ନିକଟ ନେହେରୁନଗର ଠାରେ ରାସ୍ତା କଡ଼ରେ ଛିଡ଼ା ଥିବା ଏକ ଟ୍ରକକୁ ଏକ କାର ପଛପଟୁ ଧକ୍କା ଦେଇ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ କାର ଡ୍ରାଇଭରଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ବସିଥିବା ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି ।…

କଲେଜରୁ ଫେରିବାବେଳେ ଧକ୍କାଦେଲା ଟ୍ରକ; ୨…

ବରଗଡ: ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଚାଲିଗଲା ଦୁଇ ଛାତ୍ରୀଙ୍କ ଜୀବନ । କଲେଜରୁ ଫେରିବାବେଳେ ଛାତ୍ରୀଙ୍କ ଉପରେ ଚଢିଗଲା ଟ୍ରକ୍ । ଦୁର୍ଘଟଣାରେ ୨ ଜଣ ଛାତ୍ରୀ ମୃତ୍ୟୁବରଣ କରିଥିବାବେଳେ ଜଣେ ଛାତ୍ରୀ ଗୁରୁତର ଆହତ ହୋଇ ଚିକିତ୍ସା ହେଉଛନ୍ତି । ଆହତ ଛାତ୍ରୀଙ୍କୁ ଅଧିକ ଚିକିତ୍ସା ପାଇଁ ବୁର୍ଲା ସ୍ଥାନାନ୍ତର…

କଲେଜରୁ ଫେରୁଥିବାବେଳେ ୩ ଛାତ୍ରୀଙ୍କ…

ବରଗଡ଼: ବରଗଡ଼ ଜିଲ୍ଲା କାଦବାହାଲରେ ଅଭବାନୀୟ ଘଟଣା।  କଲେଜରୁ ଫେରୁଥିବା ସମୟରେ ଏକ କଲେଜ ଛାତ୍ରୀଙ୍କ ଉପରେ ମାଡିଯାଇଛି। ଏହି ଦୁର୍ଘଟଣରେ ୩ କଲେଜ ଛାତ୍ରୀ ଗୁରୁତର ହୋଇଥିବା ଜଣାପଡ଼ିଛି। ସ୍ଥାନୀୟଲୋକେ ଉକ୍ତ ୩ ଛାତ୍ରୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧରା କରି ମେଡିକାଲରେ ଭର୍ତ୍ତି କରିଛନ୍ତି।

ଜନ୍ମମାଟିରେ ସହିଦ ଯବାନ ନୀଳାଚଳ ପଟେଲଙ୍କ…

ବରଗଡ଼: ବରଗଡ଼ରେ ପହଞ୍ଚିଲା ସହିଦ ଯବାନ ନୀଳାଚଳ ପଟେଲଙ୍କ ପାର୍ଥିବ ଶରୀର ।  ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଛି ପାର୍ଥିବ ଶରୀର । ଗତ ଶୁକ୍ରବାର ଦିନ ରାତ୍ରୀକାଳୀନ ପାଟ୍ରୋଲିଂ ବେଳେ ଦୁର୍ଘଟଣାରେ ନୀଳାଚଳ ପଟେଲଙ୍କ ବିୟୋଗ ହୋଇଥିଲା । ବରଗଡ଼ ଜିଲ୍ଲା ଭେଡେନ ବ୍ଲକ ଅନ୍ତର୍ଗତ ବାଘପାଲି ଗାଁର…

ଗଙ୍ଗାଧର ସ୍ମୃତି ପୀଠର ହେବ ରୂପାନ୍ତର, ୨…

ଭୁବନେଶ୍ୱର : ବରପାଲିରେ ଥିବା ସ୍ୱଭାବ କବି ଗଙ୍ଗାଧର ମେହରଙ୍କ ସ୍ମୃତି ପୀଠର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ସଚିବ ଭି.କେ. ପାଣ୍ଡିଆନ ଗତ ଜୁନ୍ ମାସ ୨୬ ଓ ୨୭ ତାରିଖରେ ବରଗଡ ଗସ୍ତ କରି…

ଜାମସେଠ ଅଞ୍ଚଳରେ ମାଓ ପୋଷ୍ଟର: ସରପଞ୍ଚ,…

ପାଇକମାଳ : ଦିର୍ଘ ଦିନ ନୀରବତା ପରେ ଜାମସେଠ ଅଞ୍ଚଳରେ ମାଓ ପୋଷ୍ଟର ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ବରଗଡ଼ ଜିଲ୍ଲା ପାଇକମାଳ ବ୍ଳକ ଜାମସେଠ ଗ୍ରାମର ବସଷ୍ଟାଣ୍ଡ ନିକଟରେ ଥିବା ଆରଡି ବିଭାଗ ଅଧିନରେ ଥିବା ବୁଲାଣି ରାସ୍ତାରେ ଦୁଇଟି ହାତ ଲେଖା ଓଡ଼ିଆ ଓ ହିନ୍ଦୀ ଭାଷାରେ ମାଓ ପୋଷ୍ଟର ଲଗାଯାଇଛି।…