ବସ୍-ସ୍କୁଟି ମୁହାଁମୁହିଁ ଧକ୍କା,  ୨ ଜଣଙ୍କର ମୃତ୍ୟୁ

Deviprasad Mohanty Picture
Published On

ଭଦ୍ରକ: ଭଦ୍ରକ ଜିଲ୍ଲା ଚାନ୍ଦବାଲି ରାସ୍ତାର ପୀରହାଟ ଥାନା ଅଧିନ କମାରିଆ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏକ ଘରୋଇ ବସ୍ ଓ ସ୍କୁଟି ମୁହାଁମୁହିଁ ଧକ୍କା ଘଟିଛି। ଏଥିରେ ସ୍କୁଟି ଆରୋହୀ ଦୁଇଜଣ ରାସ୍ତା କଡକୁ ଛିଟିକି ପଡିଥିଲେ। ଘଟଣାସ୍ଥଳରେ ଉକ୍ତ ୨ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟଲୋକେ ଧକ୍କା ଦେଇଥିବା ବସଟିକୁ ଅଟକ ରଖିଛନ୍ତି। ଘଟଣା ସ୍ଥଳରୁ ଡ୍ରାଇଭର ଫେରାର ହୋଇ ଯାଇଥିବା ସୂଚନା। ମୃତକ ଦୁଇ ଜଣ ତିହିଡି ଅଞ୍ଚଳର ବୋଲି ଜଣାପଡିଛି।

ଆହୁରି ପଢ଼ନ୍ତୁ: ପୁରୀ କୃଷ୍ଣପ୍ରସାଦର ତାଳତୋଳା ଗ୍ରାମରେ ଶ୍ରୀରାମ ନବମୀ ପାଳିତ, ୩୭ତମ ନବାହ୍ନ ପାରାୟଣ ଆରମ୍ଭ

22 Nov 2025 By Deviprasad Mohanty

ବସ୍-ସ୍କୁଟି ମୁହାଁମୁହିଁ ଧକ୍କା,  ୨ ଜଣଙ୍କର ମୃତ୍ୟୁ

ଭଦ୍ରକ: ଭଦ୍ରକ ଜିଲ୍ଲା ଚାନ୍ଦବାଲି ରାସ୍ତାର ପୀରହାଟ ଥାନା ଅଧିନ କମାରିଆ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏକ ଘରୋଇ ବସ୍ ଓ ସ୍କୁଟି ମୁହାଁମୁହିଁ ଧକ୍କା ଘଟିଛି। ଏଥିରେ ସ୍କୁଟି ଆରୋହୀ ଦୁଇଜଣ ରାସ୍ତା କଡକୁ ଛିଟିକି ପଡିଥିଲେ। ଘଟଣାସ୍ଥଳରେ ଉକ୍ତ ୨ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟଲୋକେ ଧକ୍କା ଦେଇଥିବା ବସଟିକୁ ଅଟକ ରଖିଛନ୍ତି। ଘଟଣା ସ୍ଥଳରୁ ଡ୍ରାଇଭର ଫେରାର ହୋଇ ଯାଇଥିବା ସୂଚନା। ମୃତକ ଦୁଇ ଜଣ ତିହିଡି ଅଞ୍ଚଳର ବୋଲି ଜଣାପଡିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର