ପୋଲିସ ଏସ୍‌ଆଇ ପରୀକ୍ଷା ସ୍କାମ୍‌: ଆଉ କିଛି ଆଶାୟୀ ପରୀକ୍ଷାର୍ଥୀଙ୍କୁ ସିବିଆଇ ସମନ

Madhusudan Das Picture
Published On

ଭୁବନେଶ୍ୱର: ପୋଲିସ ଏସଆଇ ପରୀକ୍ଷା ମହାକେଳେଙ୍କାରୀ । ପୁଣି ଆଉ କିଛି ଆଶାୟୀ ପରୀକ୍ଷାର୍ଥୀଙ୍କୁ ସମନ କଲା ସିବିଆଇ । ଖୁବଶୀଘ୍ର ସିବିଆଇ ଅଫିସରେ ହାଜର ହୋଇ ପରୀକ୍ଷାର୍ଥୀମାନେ ପକ୍ଷ ରଖିବେ । ପରୀକ୍ଷାର୍ଥୀ ମାନେ ହାଜର ହେବା ପରେ ସେମାନଙ୍କ ଠାରୁ ତଥ୍ୟ ହାସଲ କରିବ ସିବିଆଇ । ଯେଉଁ ତଥ୍ୟ ମିଳିବ ତା ଆଧାରରେ ତଦନ୍ତର ଦିଗ ଆଗକୁ ବଢାଇବ ସିବିଆଇ । ପୂର୍ବରୁ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ ଦାଖଲ କରିଥିଲା ସିବିଆଇ। ସମନ ପାଇଥିବା ୩ ଜଣ ଆଶାୟୀଙ୍କୁ ସିବିଆଇ କାର୍ଯ୍ୟାଳୟରେ ଜେରା ଚାଲିଥିବା ସୂଚନା । ଖୁବଶୀଘ୍ର ଆଉ କିଛି ଆଶାୟୀଙ୍କୁ ବି ଜେରା ହୋଇପାରେ ବୋଲି ଜଣାପଡିଛି ।

ଆହୁରି ପଢ଼ନ୍ତୁ: ବିବାହ ପାଇଁ ପ୍ରେମିକା ମନା କରିବାରୁ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

12 Jan 2026 By Madhusudan Das

ପୋଲିସ ଏସ୍‌ଆଇ ପରୀକ୍ଷା ସ୍କାମ୍‌: ଆଉ କିଛି ଆଶାୟୀ ପରୀକ୍ଷାର୍ଥୀଙ୍କୁ ସିବିଆଇ ସମନ

ଭୁବନେଶ୍ୱର: ପୋଲିସ ଏସଆଇ ପରୀକ୍ଷା ମହାକେଳେଙ୍କାରୀ । ପୁଣି ଆଉ କିଛି ଆଶାୟୀ ପରୀକ୍ଷାର୍ଥୀଙ୍କୁ ସମନ କଲା ସିବିଆଇ । ଖୁବଶୀଘ୍ର ସିବିଆଇ ଅଫିସରେ ହାଜର ହୋଇ ପରୀକ୍ଷାର୍ଥୀମାନେ ପକ୍ଷ ରଖିବେ । ପରୀକ୍ଷାର୍ଥୀ ମାନେ ହାଜର ହେବା ପରେ ସେମାନଙ୍କ ଠାରୁ ତଥ୍ୟ ହାସଲ କରିବ ସିବିଆଇ । ଯେଉଁ ତଥ୍ୟ ମିଳିବ ତା ଆଧାରରେ ତଦନ୍ତର ଦିଗ ଆଗକୁ ବଢାଇବ ସିବିଆଇ । ପୂର୍ବରୁ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ ଦାଖଲ କରିଥିଲା ସିବିଆଇ। ସମନ ପାଇଥିବା ୩ ଜଣ ଆଶାୟୀଙ୍କୁ ସିବିଆଇ କାର୍ଯ୍ୟାଳୟରେ ଜେରା ଚାଲିଥିବା ସୂଚନା । ଖୁବଶୀଘ୍ର ଆଉ କିଛି ଆଶାୟୀଙ୍କୁ ବି ଜେରା ହୋଇପାରେ ବୋଲି ଜଣାପଡିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର