ସାପ କାମୁଡ଼ା ମୃତ୍ୟୁ ପାଇଁ କ୍ଷତିପୂରଣ ରାଶି ୧୦ ଲକ୍ଷ ହୋଇପାରେ....

Deviprasad Mohanty Picture
Published On

ଭୁବନେଶ୍ୱର: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସାପ କାମୁଡ଼ାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପାଇଁ କ୍ଷତିପୂରଣ ରାଶି ବୃଦ୍ଧି କରିବାକୁ ଓଡ଼ିଶା ସରକାର ବିଚାର କରୁଛନ୍ତି।

ଆହୁରି ପଢ଼ନ୍ତୁ: ରାଜଧାନୀରେ ଲଜ୍ଜା, ଲିଫ୍ଟ ଦେବା ବାହାନାରେ ପଶ୍ଚିମବଙ୍ଗର ମହିଳାଙ୍କୁ ଗଣଦୁଷ୍କର୍ମ

ରାଜସ୍ୱ ଓ ବିପର୍ଯ୍ଯୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ବୁଧବାର କହିଛନ୍ତି ଯେ, କ୍ଷତିପୂରଣ ରାଶି ବୃଦ୍ଧି ପ୍ରସ୍ତାବକୁ ରାଜ୍ୟ ସରକାର ସମୀକ୍ଷା କରୁଛନ୍ତି। ସେ ଆହୁରି ମଧ୍ୟ କହିଥିଲେ ଯେ, ଏହି ରାଶି ବୃଦ୍ଧି ପାଇଁ ଓଡ଼ିଶା ସରକାର ପୂର୍ବରୁ କେନ୍ଦ୍ରକୁ ଚିଠି ଲେଖି ସୁପାରିଶ କରିଥିଲେ। ସାପ କାମୁଡ଼ା ମୃତ୍ୟୁ ପାଇଁ ବର୍ତ୍ତମାନ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଦିଆଯାଉଛି। ନିକଟରେ ଏକ ମାମଲାରେ ସର୍ବୋଚ୍ଚ ନ୍ୟାୟାଳୟ ଏହି ରାଶିକୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବାକୁ ସମସ୍ତ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ପୁରୀ ପେଣ୍ଠକଟାରେ ଚାଞ୍ଚଲ୍ୟ, ଧାରୁଆ ଅସ୍ତ୍ରରେ ହାଣି ଯୁବକଙ୍କୁ ନିର୍ମମ ହତ୍ୟା

19 Nov 2025 By Deviprasad Mohanty

ସାପ କାମୁଡ଼ା ମୃତ୍ୟୁ ପାଇଁ କ୍ଷତିପୂରଣ ରାଶି ୧୦ ଲକ୍ଷ ହୋଇପାରେ....

ଭୁବନେଶ୍ୱର: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସାପ କାମୁଡ଼ାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପାଇଁ କ୍ଷତିପୂରଣ ରାଶି ବୃଦ୍ଧି କରିବାକୁ ଓଡ଼ିଶା ସରକାର ବିଚାର କରୁଛନ୍ତି।

ରାଜସ୍ୱ ଓ ବିପର୍ଯ୍ଯୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ବୁଧବାର କହିଛନ୍ତି ଯେ, କ୍ଷତିପୂରଣ ରାଶି ବୃଦ୍ଧି ପ୍ରସ୍ତାବକୁ ରାଜ୍ୟ ସରକାର ସମୀକ୍ଷା କରୁଛନ୍ତି। ସେ ଆହୁରି ମଧ୍ୟ କହିଥିଲେ ଯେ, ଏହି ରାଶି ବୃଦ୍ଧି ପାଇଁ ଓଡ଼ିଶା ସରକାର ପୂର୍ବରୁ କେନ୍ଦ୍ରକୁ ଚିଠି ଲେଖି ସୁପାରିଶ କରିଥିଲେ। ସାପ କାମୁଡ଼ା ମୃତ୍ୟୁ ପାଇଁ ବର୍ତ୍ତମାନ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଦିଆଯାଉଛି। ନିକଟରେ ଏକ ମାମଲାରେ ସର୍ବୋଚ୍ଚ ନ୍ୟାୟାଳୟ ଏହି ରାଶିକୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବାକୁ ସମସ୍ତ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର