ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Category

କେନ୍ଦ୍ରାପଡ଼ା

Kendrapara News: Find all Latest and Breaking News on Kendrapara. Read Breaking News on Kendrapara updated and published at The Sakala.

ବଉଳାକୁମ୍ଭୀରଙ୍କ ଭୂସ୍ୱର୍ଗ ଭିତରକନିକାରେ…

ରାଜନଗର : ବଉଳାକୁମ୍ଭୀରଙ୍କ ଭୂସ୍ୱର୍ଗ ଭିତରକନିକା ଜାତୀୟ ଉଦ୍ୟାନରେ ଚଳିତ ବର୍ଷ କୁମ୍ଭୀର ସଂଖ୍ୟା ବୃଦ୍ଧି ପାଇଛି। ଗତ ବର୍ଷ ଭିତରକନିକା ମଧ୍ୟରେ ଓ ବାହାରେ ଥିବା ନଦୀ, ନାଳ ଗୁଡିକରେ ୧୭୯୩ଟି ବଉଳାକୁମ୍ଭୀର ଥିବା ବେଳେ ଚଳିତବର୍ଷ ଏହି ସଂଖ୍ୟା ୧୮୧୧କୁ ବୃଦ୍ଧି ପାଇଛି । ଅର୍ଥାତ୍ ଗତବର୍ଷ ଠାରୁ ଚଳିତ…

ପରଲୋକରେ ଆଳିର ପୂର୍ବତନ ବିଧାୟିକା…

ଆଳି/ରାଜକନିକା : ପରଲୋକରେ ଆଳିର ପୂର୍ବତନ ବିଧାୟିକା ତଥା ଶିଳ୍ପମନ୍ତ୍ରୀ ପ୍ରତାପ ଦେବଙ୍କ ମାଆ ସୁଶ୍ରୀ ଦେବୀ। ୭୩ ବର୍ଷ ବୟସରେ ଆଜି କଟକ ସ୍ଥିତ ବାସଭବନରେ ତାଙ୍କର ପରଲୋକ ହୋଇଛି।୧୦ ଅକ୍ଟୋବର ୧୯୫୦ରେ ଜନ୍ମ ଗ୍ରହଣ କରିଥିବା ସୁଶ୍ରୀ ଦେବୀ ୧୯୭୧ରେ ଜନତା ଦଳରୁ ରାଜନୈତିକ ଜୀବନ ଆରମ୍ଭ କରିଥିଲେ।…

ଜାତୀୟ ରିଅଲିଟି ସୋ‘ରେ ଧୁମ୍‌ ମଚାଉଛନ୍ତି…

ପଟ୍ଟାମୁଣ୍ଡାଇ : ଷ୍ଟାର ପ୍ଲସ ଟିଭି ଚ୍ୟାନେଲ ଓ ହଟ ଷ୍ଟାରରେ ପ୍ରସାରିତ ହେଉଥିବା ଜାତୀୟ ସ୍ତରରେ ଡ୍ୟାନ୍ସ ରିଅଲିଟି ସୋ ‘ଡ୍ୟାନ୍ସ ପ୍ଲସ ପ୍ରୋ’ରେ ଭାଗ ନେଇ କମାଲ କରିଛନ୍ତି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ପୁଅ ରାକେଶ ସାହୁ। ଏହି ଜାତୀୟ ସ୍ତରୀୟ ପ୍ରତିଯୋଗିତାରେ ଓଡିଶାର ଏକମାତ୍ର…

ବିରଳ ନାଲି କଙ୍କଡ଼ାମାନଙ୍କ ପାଇଁ ବିପଦ…

କେନ୍ଦ୍ରାପଡ଼ା( ଦେବଦତ୍ତ ଦାଶ): ରାଜ୍ୟରେ ଥିବା ବିଭିନ୍ନ ପର୍ଯ୍ୟଟନସ୍ଥଳର ରହିଛି ସ୍ୱତନ୍ତ୍ର ପରିଚୟ। ତେବେ କେନ୍ଦ୍ରାପଡ଼ା ଜିଲ୍ଲାର ଭିତରକନିକା ପର୍ଯ୍ୟଟନସ୍ଥଳର ରହିଛି ଅନେକ ସ୍ୱତନ୍ତ୍ରତା । ଭିତରକନିକା ନଦୀ ପଠା ତଥା ପେଣ୍ଠ ବେଳାଭୂମି, ସାତଭାୟା ଓ ହବାଳିଖଟି ବେଳାଭୂମିରେ ଦେଖାଯାଉଥିବା ନାଲି…

ଯାତ୍ରୀବାହୀ ବସ୍‌ ଓ ଟ୍ରକ୍‌ ମୁହାଁମୁହିଁ…

ସାଲେପୁର : କଟକ ଚାନ୍ଦବାଲି ରାସ୍ତା କଟରପଡା ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଚାନ୍ଦବାଲିରୁ ରାଜକନିକା ଦେଇ କଟକ ଆସୁଥିବା ମନୋରମା ନାମକ ଯାତ୍ରୀବାହୀ ବସ୍‌ ସହ ଏକ ମାଲବାହୀ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି। ଘନ କୁହୁଡି କାରଣରୁ ହୋଇଥିବା ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରାୟ…

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ…

ଭୁବନେଶ୍ବର : ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ମାନଗୋବିନ୍ଦ ମଲିକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।  ଏକ ଶୋକ ବାର୍ତ୍ତା ରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କେନ୍ଦ୍ରାପଡା ଜିଲ୍ଲା ଡେରାବିଶ ଅଞ୍ଚଳର ସ୍ବର୍ଗତ ମଲିକ ଦେଶର ସ୍ଵାଧୀନତା ସଂଗ୍ରାମରେ ଯୋଗ ଦେଇ ବହୁ…

ଜୈବ ବିବିଧତାର ହଟ୍‌ସ୍ପଟ ଭିତରକନିକା:…

କେନ୍ଦ୍ରାପଡ଼ା(ଦେବଦତ୍ତ ଦାଶ): କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗର ବନ୍ୟମଣ୍ଡଳୀ ମଧ୍ୟରେ ରହିଛି ଜାତୀୟ ଉଦ୍ୟାନ ଭିତରକନିକା ଓ ଗହୀରମଥା। ହେନ୍ତାଳ ବଣ, ଯାହା ବ୍ରାହ୍ମଣୀ, ବୈତରଣୀ ଓ ଧାମରା ନଦୀର ତ୍ରିକୋଣ ଭୂମିରେ ରହିଛି ୬୭୨ ବର୍ଗ କିଲୋମିଟରର ଏହି ଜାତୀୟ ଉଦ୍ୟାନ। ଜୈବ ବିବିଧତାର ହଟ୍‌ସ୍ପଟ ଭାବେ…

୮ ମାସରେ ନାବାଳିକାଙ୍କୁ ମିଳିଲା ନ୍ୟାୟ :…

କେନ୍ଦ୍ରାପଡ଼ା : ନାବାଳିକାଙ୍କୁ ଦୁଷ୍କର୍ମ ଘଟଣାର ୮ ମାସ ପରେ ନ୍ୟାୟ ମିଳିଛି । ପୋସ୍କୋ କୋର୍ଟରେ ଦୁଷ୍କର୍ମକାରୀଙ୍କୁ ୨୦ବର୍ଷ ଜେଲ ସହ ୩ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଜନୈକ ନାବାଳିକାକୁ ଯୈାନ ଉତ୍ପୀଡନ ଦେବା ଓ ଦୁଷ୍କର୍ମ କରିବା ଅଭିଯୋଗରେ ୬୩ବର୍ଷୀୟ ଅଭିଯୁକ୍ତ…

କେରେଡାଗଡ ପ୍ରାଥମିକ ବିଦ୍ୟାଳୟର ଉନ୍ନତି…

ଭୁବନେଶ୍ବର : କେନ୍ଦ୍ରାପଡା ଜିଲ୍ଲା କେରେଡାଗଡର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହି ଅର୍ଥରେ କେରେଡାଗଡ ପ୍ରାଥମିକ ବିଦ୍ୟାଳୟ ର ଉନ୍ନତି ଏବଂ କେରେଡାଗଡ ଗ୍ରାମ ପଞ୍ଚାୟତ ପୋଖରୀର ସଂରକ୍ଷଣ ଓ ଉନ୍ନତିକରଣ କରାଯିବ।ସୂଚନାଯୋଗ୍ୟ ଯେ ଗତ ୧୮ ତାରିଖ…

ବିରୋଧୀଙ୍କୁ ୫ଟି ଅଧ୍ୟକ୍ଷଙ୍କ ତେରଛା…

ଭୁବନେଶ୍ୱର: ଯେଉଁମାନେ ପ୍ରକୃତରେ ଶୋଇଛନ୍ତି, ତାଙ୍କୁ ନିଦରୁ ଉଠାଇହେବ । କିନ୍ତୁ ଯେଉଁମାନେ ଚେଇଁ ଶୋଇଛନ୍ତି ବା ଶୋଇବାର ଅଭିନୟ କରୁଛନ୍ତି ସେମାନଙ୍କ ପାଇଁ କିଛି କରିହେବ ନାହିଁ । ଆଜି କେନ୍ଦ୍ରାପଡ଼ାର ବିକାଶ ସମୀକ୍ଷା ସମୟରେ ବିକାଶ ବିରୋଧୀଙ୍କ ଆଡ଼କୁ ଆଙ୍ଗୁଳି ନିର୍ଦ୍ଦେଶ କରି ଏମିତି କିଛି ତେରଛା…