ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Category

ମୟୂରଭଞ୍ଜ

ଏମଏସସିବି ବିଶ୍ୱବିଦ୍ୟାଳୟରେ ଦୁଇଦିନିଆ…

ବାରିପଦା: ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ 'କମ୍ପ୍ୟୁଟେସନାଲ୍‌ ଇଣ୍ଟେଲିଜେନ୍‌ସ ଇନ୍‌ ପ୍ୟାଟେର୍ଣ୍ଣ ରିକୋଗ୍‌ନିସନ୍‌' ଶୀର୍ଷକ ଏକ ଦୁଇଦିନିଆ ଆନ୍ତର୍ଜାତୀୟ ସମ୍ମିଳନୀ ସିଆଇପିଆର୍‌ ୨୦୨୪ ଉଦ୍‌ଘାଟିତ ହୋଇଯାଇଛି । ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କ…

ନାବାଳିକା ଦୁଷ୍କର୍ମ ମାମଲା: ଅଭିଯୁକ୍ତକୁ…

ମୟୁରଭଞ୍ଜ: ମୟୁରଭଞ୍ଜ ଜିଲ୍ଲାର ପୋକ୍ସୋ କୋର୍ଟରେ ଗୁରୁତ୍ୱପୂର୍ଣ୍ଣ ରାୟ। ଏକ ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ଜେଲ ସହ ୧୦ ହଜାର ଟଙ୍କା ଜରିମାନା ଏବଂ ଅନାଦେୟ ଅଧିକ ୩ ମାସ କାରା ଦଣ୍ଡାଦେଶ ଶୁଣାଇଛନ୍ତି ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟର ବିଚାରପତି…

ଭି-ସାଟ୍‌‌ ନଜରରେ ରହିବ ଶିମିଳିପାଳ,…

ବାରିପଦା : ପ୍ରାକୃତିକ ସୁଷମାରାଜିରେ ଭରପୂର ଏସିଆ ମହାଦେଶର ଦ୍ୱିତୀୟ ବୃହତ ଜୈବ ମଣ୍ଡଳ ଭାବେ ପ୍ରସିଦ୍ଧି ଲାଭ କରିଥିବା ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ଅଭୟାରଣ୍ୟର ସୁରକ୍ଷା ବ୍ୟବସ୍ଥାରେ ଗୋଟିଏ ପରେ ଗୋଟିଏ ନୂତନ ଫର୍ଦ୍ଦ ଯୋଡ଼ି ହେଉଛି। ସେହି କ୍ରମରେ ଶିମିଳିପାଳ ଅଭୟାରଣ୍ୟର ସୁରକ୍ଷା ନିମନ୍ତେ…

ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ଟ୍ରକ୍,…

ବାରିପଦା : ଭାରସାମ୍ୟ ହରାଇ ପୋଲ ତଳକୁ ଖସିପଡିଛି ମାଲବାହୀ ଟ୍ରକ୍। ଗାଡିଟି ପୋଲ ତଳକୁ ଖସି ପଡିବା ଫଳରେ ଘଟଣାସ୍ଥଳରେ ଡ୍ରାଇଭର ଓ ହେଲପରଙ୍କ ଜୀବନ ଚାଲିଯାଇଛି। ଏପରି ଏକ  ଭୟଙ୍କର ଦୁର୍ଘଟଣା ଘଟିଛି ମୟୂରଭଞ୍ଜ ବାଙ୍ଗିରପୋଷି ଥାନା ଜଗନ୍ନାଥ ଖୁଣ୍ଟା ଗାଁ ନିକଟରେ। ସୂଚନା ଅନୁସାରେ ଗତକାଲି ବିଳମ୍ବିତ…

ଶିମିଳିପାଳରେ ଅଫିମ ଚାଷ : ଚଢାଉ କରି ୧୮…

ବାରିପଦା/ଯଶିପୁର : ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଅଞ୍ଚଳରୁ ପୁଣି ବେଆଇନ ଅଫିମ ଚାଷ ଜମିରେ ମିଳିତ ଚଢ଼ାଉକୁ ସଫଳତା ମିଳିଛି । ୧୫.୬୪ଏକର ଆଭ୍ୟନ୍ତରୀଣ ଅଞ୍ଚଳର ୩ଟିସ୍ଥାନରେ ୫ଲକ୍ଷ ୨୫ହଜାର ଅଫିମ ଗଛ ଉପାଡି ନିଆଁ ଜାଳି ନଷ୍ଟ କରାଯାଇଛି । ଯାହାର ଆନୁମାନିକ ବଜାର ମୂଲ୍ୟ ୧୦କୋଟି ୬୬ଲକ୍ଷ ଟଙ୍କା…

କ୍ଷତିଗ୍ରସ୍ତ ଜାହାଜ କର୍ମଚାରୀଙ୍କ ଜୀବନ…

ବାରିପଦା: ସଂପ୍ରତି ଇସ୍ରାଏଲର ଗାଜା ଆକ୍ରମଣ ହେତୁ ଲୋହିତ ସାଗରରେ ଭୟଙ୍କର ଯୁଦ୍ଧ ପରିସ୍ଥିତି ସୃଷ୍ଟି ହୋଇଛି । କିନ୍ତୁ ଏହି ଲୋହିତ ସଗର ପଥ ଦେଇ ବିଶ୍ଵର ଅଧିକାଂଶ ଦେଶର ତୈଳବାହୀ ଜାହାଜ ସମେତ ଅନ୍ୟାନ୍ୟ ପଣ୍ୟବାହୀ ଜାହାଜ ଯାତାୟତ କରିଥାଏ । ଏହି ପଥ ଦେଇ ଭାରତର ପଣ୍ୟବାହୀ ଜାହାଜ ସବୁ ମଧ୍ୟ ଯାତାୟାତ…

ପ୍ରସିଦ୍ଧ ଶୈବପୀଠ ମାଣତ୍ରୀର ଆରାଧ୍ୟ…

ବାରିପଦା: ଉତ୍ତର ଓଡିଶାର ଅନ୍ୟତମ ପ୍ରସିଦ୍ଧ ଶୈବପୀଠ ମାଣତ୍ରୀର ଆରାଧ୍ୟ ଦେବତା ବାବା ଶ୍ରୀ କଖାରୁଆ ବୈଦନାଥଙ୍କ ମନ୍ଦିରରେ ଶିବରାତ୍ରି ପାଳନ ପାଇଁ ପ୍ରସ୍ତୁତି ଶେଷ ହୋଇଛି । ଭକ୍ତମାନେ କିପରି ଦିଅଁ ଦର୍ଶନ, ପୂଜା, ଦଣ୍ଡବତ ପଡ଼ିବା ଓ ଦୀପ ଜାଳିବା ଶାନ୍ତି ଶୃଙ୍ଖଳାର ସହିତ କରିପାରିବେ ସେଥି ପାଇଁ କମିଟି…

ଦୁଆରଶୁଣୀ ଘାଟିରେ ବସ ଟ୍ରକ ଦୁର୍ଘଟଣା,…

ବାରିପଦା: ଜାତୀୟ ରାଜପଥର ୪୯ନଂର ବାଙ୍ଗରିପୋଷି ନିକଟ ଦୁଆରଶୁଣି ଘାଟିରେ ଯାତ୍ରୀବାହୀ ବସ ଓ ଟ୍ରକ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ କେହି ଆହତ ହୋଇନଥିବା ବେଳେ ଯାତ୍ରୀମାନେ ଅଳ୍ପକେ ବର୍ତ୍ତିଯାଇଛନ୍ତି । ପ୍ରକାଶ ଯେ, ରାଧାମାଧବ ବସଟି ବାରିପଦାରୁ କରଞ୍ଜିଆ ଅଭିମୁଖେ ଘାଟି ଚଢୁଥିଲା । ଏହି ସମୟରେ…

ଲାଞ୍ଚ ମାମଲାରେ ଅବସରପ୍ରାପ୍ତ ଏସଆଇଙ୍କୁ…

ଭୁବନେଶ୍ବର/ବାରିପଦା : ୨୦୧୬ର ଏକ ଲାଞ୍ଚ ମାମଲାରେ ମୟୂରଭଞ୍ଜ ଜିଲ୍ଲା ତିରିଂ ଥାନାର ତତ୍‌କାଳୀନ ଏସଆଇ ଶରତ ଚନ୍ଦ୍ର ରାୟ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ବାରିପଦା ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ଅବସରପ୍ରାପ୍ତ ଏସଆଇଙ୍କୁ ଦୋଷୀ ସାବ୍ୟସ୍ତ କରି ୫ ବର୍ଷ ସଶ୍ରମ ଜେଲ୍ ଦଣ୍ଡାଦେଶ ଦେଇଛନ୍ତି । ଏଥିସହ ୫ ହଜାର…

ଖୋଲା କାର୍‌ରେ ଶିମିଳିପାଳର ମଜା ନେବେ…

ବାରିପଦା: ଶିମିଳିପାଳ ଅଭୟାରଣ୍ୟର ସୁରକ୍ଷା ଏବଂ ଏହାକୁ ପର୍ଯ୍ୟଟକଙ୍କ ଲାଗି ଅନୁକୂଳ କରିବା ଲାଗି ସରକାର ଅନେକ ପଦକ୍ଷେପ ନେଉଛନ୍ତି। ଏହି ପଦକ୍ଷେପ ମଧ୍ୟରେ ଖୁବ୍‌ଶୀଘ୍ର ୩୫ଟି ଅତ୍ୟାଧୁନିକ କାର୍‌ ଯୋଡ଼ି ହେବାକୁ ଯାଉଛି। ଅଭୟାରଣ୍ୟ ଭିତରର ଘଞ୍ଚ, ଦୁର୍ଗମ ରାସ୍ତାକୁ ଅତି ସହଜରେ ଅତିକ୍ରମ କରିବାର…