କଥା କଟାକଟିରୁ କଲେଜ କ୍ୟାମ୍ପସରେ ଛୁରାମାଡ, ସହପାଠୀ ଅଟକ

Deviprasad Mohanty Picture
Published On

ବାରିପଦା: ମୟୁରଭଞ୍ଜ ଜିଲ୍ଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ପରେ ଛୁରାମାଡ଼। ଜଣେ ଗୁରୁତର । ଗୁରୁତର ଛାତ୍ର ଜଣକ ହେଲେ ଯୁକ୍ତ ଦୁଇ ବାଣିଜ୍ୟ ଦ୍ୱିତୀୟ ବର୍ଷର ଛାତ୍ର ପ୍ରହ୍ଲାଦ ବିନ୍ଧାଣି। ଅଭିଯୁକ୍ତକୁ ଅଟକ ରଖି ତଦନ୍ତ ଜାରି ରଖିଛି ପୁଲିସ୍। ଅଭିଯୁକ୍ତ ଛାତ୍ର ଜଣକ ହେଲେ ବାରିପଦା ସଦର ଥାନା ଅଧୀନ ଦାମୋଦରପୁର୍ ଗ୍ରାମର ଅକ୍ଷୟ ବିଶ୍ବାଳ। ସେ ମଧ୍ୟ ବାଣିଜ୍ୟ ଦ୍ଵିତୀୟ ବର୍ଷ ଛାତ୍ର। ଏହି ଘଟଣା ପରେ କଲେଜ ପରିସରରେ ଉତ୍ତେଜନା ଦେଖାଦେଇଛି। କଲେଜ ଫାଟରେ ତାଲା ପକାଇଲେ ଗ୍ରାମବାସୀ। ଭିତରେ ଅଧ୍ୟାପକ/ଅଧ୍ୟାପିକା ଓ କର୍ମଚାରୀ ଅଟକ। ଗୁରୁତର ଛାତ୍ରଙ୍କୁ ପ୍ରଥମେ କୁଳିଅଣା ଡାକ୍ତରଖାନା ଓ ପରେ କଟକ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । କଲେଜ କ୍ୟାମ୍ପସରେ ବ୍ୟାପକ ପୁଲିସ ମୁତୟନ ହୋଇଛନ୍ତି।

ଆହୁରି ପଢ଼ନ୍ତୁ:  ଆଜି ଅଶୋକାଷ୍ଟମୀ, ରଥଦାଣ୍ଡରେ ଗଡ଼ିବ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଅଣଲେଉଟା ରୁକୁଣା ରଥ

08 Dec 2025 By Deviprasad Mohanty

କଥା କଟାକଟିରୁ କଲେଜ କ୍ୟାମ୍ପସରେ ଛୁରାମାଡ, ସହପାଠୀ ଅଟକ

ବାରିପଦା: ମୟୁରଭଞ୍ଜ ଜିଲ୍ଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ପରେ ଛୁରାମାଡ଼। ଜଣେ ଗୁରୁତର । ଗୁରୁତର ଛାତ୍ର ଜଣକ ହେଲେ ଯୁକ୍ତ ଦୁଇ ବାଣିଜ୍ୟ ଦ୍ୱିତୀୟ ବର୍ଷର ଛାତ୍ର ପ୍ରହ୍ଲାଦ ବିନ୍ଧାଣି। ଅଭିଯୁକ୍ତକୁ ଅଟକ ରଖି ତଦନ୍ତ ଜାରି ରଖିଛି ପୁଲିସ୍। ଅଭିଯୁକ୍ତ ଛାତ୍ର ଜଣକ ହେଲେ ବାରିପଦା ସଦର ଥାନା ଅଧୀନ ଦାମୋଦରପୁର୍ ଗ୍ରାମର ଅକ୍ଷୟ ବିଶ୍ବାଳ। ସେ ମଧ୍ୟ ବାଣିଜ୍ୟ ଦ୍ଵିତୀୟ ବର୍ଷ ଛାତ୍ର। ଏହି ଘଟଣା ପରେ କଲେଜ ପରିସରରେ ଉତ୍ତେଜନା ଦେଖାଦେଇଛି। କଲେଜ ଫାଟରେ ତାଲା ପକାଇଲେ ଗ୍ରାମବାସୀ। ଭିତରେ ଅଧ୍ୟାପକ/ଅଧ୍ୟାପିକା ଓ କର୍ମଚାରୀ ଅଟକ। ଗୁରୁତର ଛାତ୍ରଙ୍କୁ ପ୍ରଥମେ କୁଳିଅଣା ଡାକ୍ତରଖାନା ଓ ପରେ କଟକ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । କଲେଜ କ୍ୟାମ୍ପସରେ ବ୍ୟାପକ ପୁଲିସ ମୁତୟନ ହୋଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର