ନବୀନଙ୍କ ହେଲିକପ୍ଟରକୁ ଦେଢ଼ ଘଣ୍ଟା ଧରି ମିଳିଲାନି କ୍ଲିଅରାନ୍ସ , ବିଳମ୍ବକୁ ନେଇ ଉଠିଲା ପ୍ରଶ୍ନ...

Deviprasad Mohanty Picture
Published On

ଭୁବନେଶ୍ବର: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ହେଲିକପ୍ଟରକୁ ଭୁବନେଶ୍ୱର ବିମାନବନ୍ଦରରେ ଦେଢ଼ ଘଣ୍ଟା ଧରି ମିଳିଲାନି କ୍ଲିଅରାନ୍ସ । ଦେଢ଼ ଘଣ୍ଟା ବିଳମ୍ବରେ ଭୁବନେଶ୍ୱର ବିମାନବନ୍ଦରରୁ ଛାଡ଼ିଲା ନବୀନଙ୍କ ହେଲିକପ୍ଟର। ଆଜି ସକାଳ ୯ଟା ୪୫ରେ ବିମାନବନ୍ଦରରେ ପହଞ୍ଚିଥିଲେ ନବୀନ। ସାଢ଼େ ୧୧ଟାରେ ଖରିଆର ରୋଡ୍ ହେଲିପ୍ୟାଡରେ ପହଞ୍ଚିଥାନ୍ତେ ନବୀନ। ମାତ୍ର ବିଳମ୍ବରେ କ୍ଲିଅରାନ୍ସ ମିଳିବା ଯୋଗୁଁ ଖରିଆର ରୋଡରେ ପହଞ୍ଚିବା ବିଳମ୍ବ ହୋଇଥିଲା। କାହିଁକି ନିର୍ଦ୍ଧାରିତ ସମୟ ଅନୁସାରେ କ୍ଲିଅରାନ୍ସ ମିଳିଲାନି ତାକୁ ନେଇ ଉଠିଛି ପ୍ରଶ୍ନ।

ଆହୁରି ପଢ଼ନ୍ତୁ: ସରକାରୀ ସ୍କୁଲରେ ପାଠ୍ୟପୁସ୍ତକର ଗୁରୁତର ଅଭାବ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କଲା ବିଜୁ ଛାତ୍ର ଜନତା ଦଳ

07 Nov 2025 By Deviprasad Mohanty

ନବୀନଙ୍କ ହେଲିକପ୍ଟରକୁ ଦେଢ଼ ଘଣ୍ଟା ଧରି ମିଳିଲାନି କ୍ଲିଅରାନ୍ସ , ବିଳମ୍ବକୁ ନେଇ ଉଠିଲା ପ୍ରଶ୍ନ...

ଭୁବନେଶ୍ବର: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ହେଲିକପ୍ଟରକୁ ଭୁବନେଶ୍ୱର ବିମାନବନ୍ଦରରେ ଦେଢ଼ ଘଣ୍ଟା ଧରି ମିଳିଲାନି କ୍ଲିଅରାନ୍ସ । ଦେଢ଼ ଘଣ୍ଟା ବିଳମ୍ବରେ ଭୁବନେଶ୍ୱର ବିମାନବନ୍ଦରରୁ ଛାଡ଼ିଲା ନବୀନଙ୍କ ହେଲିକପ୍ଟର। ଆଜି ସକାଳ ୯ଟା ୪୫ରେ ବିମାନବନ୍ଦରରେ ପହଞ୍ଚିଥିଲେ ନବୀନ। ସାଢ଼େ ୧୧ଟାରେ ଖରିଆର ରୋଡ୍ ହେଲିପ୍ୟାଡରେ ପହଞ୍ଚିଥାନ୍ତେ ନବୀନ। ମାତ୍ର ବିଳମ୍ବରେ କ୍ଲିଅରାନ୍ସ ମିଳିବା ଯୋଗୁଁ ଖରିଆର ରୋଡରେ ପହଞ୍ଚିବା ବିଳମ୍ବ ହୋଇଥିଲା। କାହିଁକି ନିର୍ଦ୍ଧାରିତ ସମୟ ଅନୁସାରେ କ୍ଲିଅରାନ୍ସ ମିଳିଲାନି ତାକୁ ନେଇ ଉଠିଛି ପ୍ରଶ୍ନ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର