ବଢ଼ିଲା ମାଓବାଦୀଙ୍କ ଆତ୍ମସମର୍ପଣ ରାଶି, ଏକେ-୪୭ ସହ ଆତ୍ମସମର୍ପଣ କଲେ ମିଳିବ ୩ ଲକ୍ଷ ୩୦ ହଜାର ଟଙ୍କା

Madhusudan Das Picture
Published On

ଭୁବନେଶ୍ୱର: ବଢ଼ିଲା ମାଓବାଦୀଙ୍କ ଆତ୍ମସମର୍ପଣ ରାଶି । ମାଓବାଦୀଙ୍କ ଆତ୍ମସମର୍ପଣ ରାଶି ବୃଦ୍ଧି କଲେ ରାଜ୍ୟ ସରକାର । ଲାଇଟ୍ ମେସିନ୍ ଗନ୍ ସହ ଆତ୍ମସମର୍ପଣ କଲେ ମିଳିବ ୪ ଲକ୍ଷ ୯୫ ହଜାର ଟଙ୍କା । ଏକେ ୪୭ ସହ ଆତ୍ମସମର୍ପଣ କଲେ ମିଳିବ ୩ ଲକ୍ଷ ୩୦ ହଜାର ଟଙ୍କା । SLR ସହ ଆତ୍ମସମର୍ପଣ କଲେ ମିଳିବ ୧ ଲକ୍ଷ ୬୫ ହଜାର ଟଙ୍କା । ୧୦ ଲକ୍ଷ ଟଙ୍କା ପୁରସ୍କାର ଥିବା ମାଓବାଦୀ ଆତ୍ମସମର୍ପଣ କଲେ ମିଳିବ ୫ ଲକ୍ଷ ଟଙ୍କା । ସେମାନଙ୍କ ନାଁରେ ଥିବା ସବୁ ଛୋଟମୋଟ ମାମଲା ପ୍ରତ୍ୟାହାର କରିବେ ସରକାର । ପଲିଟବ୍ୟୁରୋ, ସେଣ୍ଟ୍ରାଲ କମିଟି ମେମ୍ବରଙ୍କୁ ମିଳିବ ୧ କୋଟି ୧୦ ଲକ୍ଷ । ଷ୍ଟେଟ୍ କମିଟି, ସ୍ପେଶାଲ୍ ଜୋନାଲ୍ କମିଟି ସଦସ୍ୟଙ୍କୁ ମିଳିବ ୫୫ ଲକ୍ଷ ଟଙ୍କା । ରିଜିଓନାଲ୍ କମିଟି ସଦସ୍ୟଙ୍କୁ ୩୩ ଲକ୍ଷ, ଡିଭିଜନାଲ୍ କମିଟି ସଦସ୍ୟଙ୍କ ୨୭.୫ ଲକ୍ଷ ଟଙ୍କା ମିଳିବ । ଡିଭିଜନାଲ୍ କମିଟି ମେମ୍ବର ଆତ୍ମସମର୍ପଣ କଲେ ମିଳିବ ୨୨ ଲକ୍ଷ ଟଙ୍କା ।

ଆହୁରି ପଢ଼ନ୍ତୁ: ଅପରାଧ ବୃଦ୍ଧି ସତ୍ତ୍ୱେ ମୁଖ୍ୟମନ୍ତ୍ରୀ ପୂର୍ବ ସରକାରଙ୍କ ଉପରେ ଅଙ୍ଗୁଳି ନିର୍ଦ୍ଦେଶ ହାସ୍ୟାସ୍ପଦ: ବିଜେଡି

28 Nov 2025 By Madhusudan Das

ବଢ଼ିଲା ମାଓବାଦୀଙ୍କ ଆତ୍ମସମର୍ପଣ ରାଶି, ଏକେ-୪୭ ସହ ଆତ୍ମସମର୍ପଣ କଲେ ମିଳିବ ୩ ଲକ୍ଷ ୩୦ ହଜାର ଟଙ୍କା

ଭୁବନେଶ୍ୱର: ବଢ଼ିଲା ମାଓବାଦୀଙ୍କ ଆତ୍ମସମର୍ପଣ ରାଶି । ମାଓବାଦୀଙ୍କ ଆତ୍ମସମର୍ପଣ ରାଶି ବୃଦ୍ଧି କଲେ ରାଜ୍ୟ ସରକାର । ଲାଇଟ୍ ମେସିନ୍ ଗନ୍ ସହ ଆତ୍ମସମର୍ପଣ କଲେ ମିଳିବ ୪ ଲକ୍ଷ ୯୫ ହଜାର ଟଙ୍କା । ଏକେ ୪୭ ସହ ଆତ୍ମସମର୍ପଣ କଲେ ମିଳିବ ୩ ଲକ୍ଷ ୩୦ ହଜାର ଟଙ୍କା । SLR ସହ ଆତ୍ମସମର୍ପଣ କଲେ ମିଳିବ ୧ ଲକ୍ଷ ୬୫ ହଜାର ଟଙ୍କା । ୧୦ ଲକ୍ଷ ଟଙ୍କା ପୁରସ୍କାର ଥିବା ମାଓବାଦୀ ଆତ୍ମସମର୍ପଣ କଲେ ମିଳିବ ୫ ଲକ୍ଷ ଟଙ୍କା । ସେମାନଙ୍କ ନାଁରେ ଥିବା ସବୁ ଛୋଟମୋଟ ମାମଲା ପ୍ରତ୍ୟାହାର କରିବେ ସରକାର । ପଲିଟବ୍ୟୁରୋ, ସେଣ୍ଟ୍ରାଲ କମିଟି ମେମ୍ବରଙ୍କୁ ମିଳିବ ୧ କୋଟି ୧୦ ଲକ୍ଷ । ଷ୍ଟେଟ୍ କମିଟି, ସ୍ପେଶାଲ୍ ଜୋନାଲ୍ କମିଟି ସଦସ୍ୟଙ୍କୁ ମିଳିବ ୫୫ ଲକ୍ଷ ଟଙ୍କା । ରିଜିଓନାଲ୍ କମିଟି ସଦସ୍ୟଙ୍କୁ ୩୩ ଲକ୍ଷ, ଡିଭିଜନାଲ୍ କମିଟି ସଦସ୍ୟଙ୍କ ୨୭.୫ ଲକ୍ଷ ଟଙ୍କା ମିଳିବ । ଡିଭିଜନାଲ୍ କମିଟି ମେମ୍ବର ଆତ୍ମସମର୍ପଣ କଲେ ମିଳିବ ୨୨ ଲକ୍ଷ ଟଙ୍କା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର