ଦିଲ୍ଲୀ ବିସ୍ଫୋରଣ ପରେ ହାଇ ଆଲର୍ଟରେ ଓଡ଼ିଶା, ବିଭିନ୍ନ ସ୍ଥାନରେ ବ୍ଲକିଂ, ଚେକିଂକୁ ଜୋରଦାର କରିଛି ପୁଲିସ...

Deviprasad Mohanty Picture
Published On

ଭୁବନେଶ୍ୱର : ଦିଲ୍ଲୀ ବିସ୍ଫୋରଣ ପରେ ଓଡିଶାରେ ଜାରି ହୋ ଇଛି ହାଇ ଆଲର୍ଟ । ଭୁବନେଶ୍ୱର, କଟକ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ଯାଜପୁର ଅଞ୍ଚଳରେ ଆଲର୍ଟ ଜାରି ହୋଇଛି । ବସ ଷ୍ଟାଣ୍ଡ, ରେଲୱେ ଷ୍ଟେସନ, ସମୁଦ୍ର କୂଳ ସବୁ ହାଇଆଲର୍ଟରେ ଅଛି । ସବୁ ଭାଇଟାଲ ଇନଷ୍ଟାଲେସନରେ ଜାରି ହୋଇଛି ଆଲର୍ଟ। ପୁରୀର ଶ୍ରୀମନ୍ଦିର, ବଡ଼ଦାଣ୍ଡ ଓ ସମୁଦ୍ରକୂଳରେ ସୁରକ୍ଷା କଡ଼ାକଡ଼ି କରାଯାଇଛି । କଟକ ବାଲିଯାତ୍ରାରେ ବି ହାଇଆଲର୍ଟ ଜାରି ହୋଇଛି । ବିଭିନ୍ନ ସ୍ଥାନରେ ବ୍ଲକିଂ, ଚେକିଂ କୁ ଜୋରଦାର କରିଛି ପୋଲିସ ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଖଣ୍ଡପଡ଼ା ଉପ କୋଷାଗାରର ବରିଷ୍ଠ କିରାଣୀ, ୩୦୦୦ ଟଙ୍କା ଲାଞ୍ଚ ନେଲାବେଳେ ମାଡି ବସିଲା ବିଭାଗ

10 Nov 2025 By Deviprasad Mohanty

ଦିଲ୍ଲୀ ବିସ୍ଫୋରଣ ପରେ ହାଇ ଆଲର୍ଟରେ ଓଡ଼ିଶା, ବିଭିନ୍ନ ସ୍ଥାନରେ ବ୍ଲକିଂ, ଚେକିଂକୁ ଜୋରଦାର କରିଛି ପୁଲିସ...

ଭୁବନେଶ୍ୱର : ଦିଲ୍ଲୀ ବିସ୍ଫୋରଣ ପରେ ଓଡିଶାରେ ଜାରି ହୋ ଇଛି ହାଇ ଆଲର୍ଟ । ଭୁବନେଶ୍ୱର, କଟକ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ଯାଜପୁର ଅଞ୍ଚଳରେ ଆଲର୍ଟ ଜାରି ହୋଇଛି । ବସ ଷ୍ଟାଣ୍ଡ, ରେଲୱେ ଷ୍ଟେସନ, ସମୁଦ୍ର କୂଳ ସବୁ ହାଇଆଲର୍ଟରେ ଅଛି । ସବୁ ଭାଇଟାଲ ଇନଷ୍ଟାଲେସନରେ ଜାରି ହୋଇଛି ଆଲର୍ଟ। ପୁରୀର ଶ୍ରୀମନ୍ଦିର, ବଡ଼ଦାଣ୍ଡ ଓ ସମୁଦ୍ରକୂଳରେ ସୁରକ୍ଷା କଡ଼ାକଡ଼ି କରାଯାଇଛି । କଟକ ବାଲିଯାତ୍ରାରେ ବି ହାଇଆଲର୍ଟ ଜାରି ହୋଇଛି । ବିଭିନ୍ନ ସ୍ଥାନରେ ବ୍ଲକିଂ, ଚେକିଂ କୁ ଜୋରଦାର କରିଛି ପୋଲିସ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର