ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Category

ପୁରୀ

ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ଖସାପଡ଼ା…

ପୁରୀ : ଆସନ୍ତାକାଲି ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କର ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ । ଚୈତ୍ର କୃଷ୍ଣ ସପ୍ତମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ଖସାପଡ଼ା ଲାଗି ନୀତି ହୁଏ । ଏହା ଏକ ଗୁପ୍ତ ନୀତି। ଏଣୁ ଆସନ୍ତାକାଲି ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା…

ଶ୍ରୀମନ୍ଦିରରେ ପଶିବାକୁ ଉଦ୍ୟମ କରୁଥିଲେ…

ପୁରୀ: ନିଶାସକ୍ତ ବିଦେଶୀ ପର୍ଯ୍ୟଟକ ଶ୍ରୀମନ୍ଦିରରେ ପଶିବାକୁ ଉଦ୍ୟମ । ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ଯାଉଥିବା ବେଳେ ବେହରଣ ଦ୍ୱାର ନିକଟରେ ପୁଲିସ ବାଧା ଦେବାରୁ ସୁରକ୍ଷାକର୍ମୀଙ୍କୁ ଆକ୍ରମଣ କରିଛନ୍ତି ବିଦେଶୀ ପର୍ଯ୍ୟଟକ।  ସମ୍ପୃକ୍ତ ବିଦେଶୀ ପର୍ଯ୍ୟଟକଙ୍କୁ କାବୁ କରି ପୁଲିସର ଘଟଣାର ତଦନ୍ତ…

ଆଜି ସକାଳୁ ଶ୍ରୀମନ୍ଦିର ଯାଇ…

ପୁରୀ: ସମ୍ବଲପୁର ଲୋକସଭା ପ୍ରାର୍ଥୀ ଭାବେ ନାଁ ଘୋଷଣା ପରେ ଆଜି ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ପ୍ରଣବ ପ୍ରକାଶ ଦାସ। ସମ୍ବଲପୁର ଲୋକସଭା ଆସନରୁ ବିଜେଡି ଦଳ ତାଙ୍କୁ ପ୍ରାର୍ଥୀ କରିଛି। ସେ ଏହି ଆସନରୁ ବିଜୟ ପାଇଁ ମହାପ୍ରଭୁଙ୍କ ନିକଟରେ ଆଶୀଷ ଭିକ୍ଷା କରିଛନ୍ତି। ସେପଟେ ତାଙ୍କୁ…

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪…

ପୁରୀ : ବୁଧବାର ଫାଲଗୁନ ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୧୦ ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ଅତ୍ୟନ୍ତ…

ଅର୍ଡର ଦେଇଥିଲେ ଶ୍ରୀମନ୍ଦିର ବାନା ଆସିଲା…

ପୁରୀ: କିଛିଦିନ ପୂର୍ବରୁ ଆମାଜାନ୍‌ରେ ଶ୍ରୀମନ୍ଦିର ବାନା ବିକ୍ରି ହେଉଥିବା ଜଣାପଡିଥିଲା। ଏହାକୁ ନେଇ ଚୁନରା ସେବାୟତ ଆପତ୍ତି ଉଠାଇଥିଲେ। ହେଲେ ମନ୍ଦିର ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇ ନଥିବାବେଳେ ଏବେ ଅନ୍‌ଲାଇନରେ ବାନା ମଗାଇ ଠକେଇର ଶିକାର ହୋଇଛନ୍ତି ପୁରୀର ଭଗବାନ ମହାପାତ୍ର। ସେ…

ପୁରୀ ସମୁଦ୍ରରେ ଗାଧୋଉଥିବା ବେଳେ…

ପୁରୀ : ବ୍ଲୁ ଫ୍ଲାଗ ବିଚ୍‌ରେ ଅଘଟଣ। ପୁରୀ ସମୁଦ୍ରରେ ଗାଧୋଉଥିବାବେଳେ ବୁଡିଯାଇ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।ବ୍ଲୁ ଫ୍ଲାଗ ବିଚ ବେଳାଭୂମିରେ ସ୍ନାନ କରୁଥିବା ବେଳେ ପର୍ଯ୍ୟଟକ ଜଣଙ୍କ ଭିତରକୁ ଚାଲି ଯାଇଥିବା ନଜରକୁ ଆସିଥିଲା।ତେବେ ତାକୁ ଲାଇଫ ଗାର୍ଡ ଓ ଅଗ୍ନିଶମ ବିଭାଗ କର୍ମଚାରୀ ମାନେ ଉଦ୍ଧାର…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତୀୟ ହକି…

ପୁରୀ : ଚଳିତ ବର୍ଷ ଜୁଲାଇ ଓ ଅଗଷ୍ଟ ମାସରେ ପ୍ୟାରିସରେ ଅଲମ୍ପିକ ଅନୁଷ୍ଠିତ ହେବ। ଭାରତୀୟ ହକି ଦଳ ସେଥିରେ ଅଂଶଗ୍ରହଣ ପୂର୍ବରୁ ଚଳିତ ମାସ ୨୯ ତାରିଖରୁ ଦ୍ୱି ପାକ୍ଷିକ ଟେଷ୍ଟ ମ୍ୟାଚ୍‌ ପାଇଁ ଅଷ୍ଟ୍ରେଲିଆ ଗସ୍ତରେ ଯିବ। ତେବେ ଅଷ୍ଟ୍ରେଲିଆ ଗସ୍ତ ପୂର୍ବରୁ ଶନିବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ…

ପୁରୀ ଶ୍ରୀମନ୍ଦିର ଭିତରେ ପ୍ରବେଶ ବେଳେ…

ପୁରୀ : ପୁରୀ ଶ୍ରୀମନ୍ଦିର ଭିତରେ ପ୍ରବେଶ ବେଳେ ଧରାପଡିଲେ ମହିଳା ବିଦେଶୀ ପର୍ଯ୍ୟଟକ। ସେବାୟତଙ୍କ ଦ୍ୱାରା ମହିଳା ବିଦେଶୀ ପର୍ଯ୍ୟଟକଙ୍କୁ ଚିହ୍ନଟ କରାଯାଇଛି। ସିଂହଦ୍ଵାର ଥାନାରେ ମହିଳା ବିଦେଶୀ ପର୍ଯ୍ୟଟକଙ୍କ ସମେତ ଅନ୍ୟ ଜଣେ ଯୁବକଙ୍କୁ ଅଟକ ରଖାଯାଇଛି। ବାଇଶିପାହାଚ ନିକଟରୁ ବିଦେଶିନୀଙ୍କୁ ଚିହ୍ନଟ…

ଦୋଳ ପୂର୍ଣ୍ଣିମା ନୀତି ନିର୍ଘଣ୍ଟ: ସକାଳ…

ପୁରୀ : ଆସନ୍ତା ୨୫ ତାରିଖରେ ଦୋଳ ପୂର୍ଣ୍ଣିମା। ଏହିଦିନ ମହାପ୍ରଭୁଙ୍କ ରାଜାଧିରାଜ ବା ସୁନାବେଶ ଅନୁଷ୍ଠିତ ହେବ। ସକାଳ ୮ଟାରୁ ସାଢ଼େ ୯ଟା ମଧ୍ୟରେ ଦାରୁବିଗ୍ରହ ଏହି ଦୁର୍ଲଭ ବେଶରେ ସଜେଇ ହେବେ। ତେଣୁ ଏହି ଦୋଳପୂର୍ଣ୍ଣିମା ଏବଂ ଏହା ପୂର୍ବଦିନ ହେବାକୁ ଥିବା ମେଣ୍ଢାପୋଡ଼ି ନୀତି କିପରି ଶୃଙ୍ଖଳିତ ଭାବେ…

ପାଳି ଖଟିବାକୁ ନେଇ ଶ୍ରୀମନ୍ଦିର ଭିତରେ ୨…

ପୁରୀ : ଶ୍ରୀମନ୍ଦିର ଭିତରେ ଦୁଇ ସେବାୟତଙ୍କ ମଧ୍ୟରେ ମାରପିଟ୍ ହୋଇଛି । ପାଳି ଖଟିବାକୁ ନେଇ ବିମଳାଙ୍କ ମନ୍ଦିର ନିକଟରେ ହାତାହାତି ହୋଇଛନ୍ତି ଦୁଇଜଣ ସେବାୟତ ।ଏଥିରେ ଶ୍ୟାମ ପଣ୍ଡା ଆହତ ହୋଇଥିବା ବେଳେ ତାଙ୍କୁ ଜିଲ୍ଲା ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ତାଙ୍କ ଆଖି ଓ ଛାତିରେ…